ପ୍ରଫୁଲ୍ଲ ମିଶ୍ର
Appearance
ପ୍ରଫୁଲ୍ଲ ମିଶ୍ର | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ସନ୍ତୋଷ କୁମାର ପ୍ରଧାନ |
ପର ଅଧିକାରୀ | ଅଦ୍ୱୈତ ପ୍ରସାଦ ସିଂହ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅପ୍ରେଲ ୨୦, ୧୯୩୮ |
ମୃତ୍ୟୁ | ୨୩ ମାର୍ଚ୍ଚ ୧୯୯୮ | (ବୟସ ୫୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ବାସନ୍ତି କୁମାରୀ ଦେବୀ |
ବାପା/ବୋଉ | ଲକ୍ଷ୍ମଣ ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରଫୁଲ୍ଲ ମିଶ୍ର (୨୦ ଅପ୍ରେଲ ୧୯୩୮ - ୨୩ ମାର୍ଚ୍ଚ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପ୍ରଫୁଲ୍ଲ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପ୍ରଫୁଲ୍ଲ ମିଶ୍ର ୧୯୩୮ ମସିହାର ଅପ୍ରେଲ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲକ୍ଷ୍ମଣ ମିଶ୍ର ଓ ପତ୍ନୀଙ୍କ ନାମ ବାସନ୍ତି କୁମାରୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରଫୁଲ୍ଲ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ପ୍ରଫୁଲ୍ଲ ୧୯୯୮ ମସିହାର ମାର୍ଚ୍ଚ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Prafulla Mishra". odishaassembly.nic.in. Odisha Assembly. Retrieved 25 June 2020.