ପ୍ରଭାକର ବେହେରା
ପ୍ରଭାକର ବେହେରା | |
|---|---|
| ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୬୧ – ୧୯୬୭ | |
| ପୂର୍ବ ଅଧିକାରୀ | ନଳିନୀ ଚନ୍ଦ୍ର ଭଞ୍ଜ ଦେଓ |
| ପର ଅଧିକାରୀ | ପ୍ରଫୁଲ୍ଲ କୁମାର ଦାସ |
| ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ଅଗଷ୍ଟ ୧, ୧୯୧୯ |
| ମୃତ୍ୟୁ | ୧ ଜାନୁଆରୀ ୨୦୧୦ (ବୟସ ୯୦) |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
| ଜୀବନ ସାଥୀ | ଶ୍ରଦ୍ଧାମୋନୀ ବେହେରା |
| ବାପା/ବୋଉ | ବିମ୍ବାଧର ବେହେରା (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ପ୍ରଭାକର ବେହେରା (୧ ଅଗଷ୍ଟ ୧୯୧୯ - ୧ ଜାନୁଆରୀ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ପ୍ରଭାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ପ୍ରଭାକର ବେହେରା ୧୯୧୯ ମସିହାର ଅଗଷ୍ଟ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିମ୍ବାଧର ବେହେରା ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଶ୍ରଦ୍ଧାମୋନୀ ବେହେରା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରଭାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ପ୍ରଭାକର ୧୯୧୯ ମସିହାର ଜାନୁଆରୀ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Pravakar Behera". odishaassembly.nic.in. Odisha Assembly. Retrieved 4 September 2019.