ପ୍ରଭାତ ରଞ୍ଜନ ବିଶ୍ୱାଳ

ଉଇକିପିଡ଼ିଆ ରୁ
Jump to navigation Jump to search
ପ୍ରଭାତ ରଞ୍ଜନ ବିଶ୍ୱାଳ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
ଅଫିସରେ
୨୦୦୪ – ୨୦୦୯
ପୂର୍ବ ଅଧିକାରୀନିବେଦିତା ପ୍ରଧାନ
ପର ଅଧିକାରୀକାଳୀନ୍ଦି ବେହେରା
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
ଅଫିସରେ
୨୦୦୯ – ୨୦୧୯
ନିର୍ବାଚନ ମଣ୍ଡଳୀଚୌଦ୍ୱାର - କଟକ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1966-05-18) ୧୮ ମଇ ୧୯୬୬ (ବୟସ ୫୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୈତିକ
ସମ୍ବନ୍ଧ
ସ୍ୱାଧୀନ
ଜୀବନ ସାଥୀଲକ୍ଷ୍ମୀ ବିଳାଶିନୀ ବିଶ୍ୱାଳ
ବାପା/ମା'ନୀଳମଣି ବିଶ୍ୱାଳ (ବାପା)
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

ପ୍ରଭାତ ରଞ୍ଜନ ବିଶ୍ୱାଳ (ଜନ୍ମ: ୧୮ ମଇ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରଭାତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ଏବଂ ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଚୌଦ୍ୱାର - କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରଭାତ ରଞ୍ଜନ ବିଶ୍ୱାଳ ୧୯୬୬ ମସିହାର ମଇ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୀଳମଣି ବିଶ୍ୱାଳ ଏବଂ ପତ୍ନୀଙ୍କ ନାମ ଲକ୍ଷ୍ମୀ ବିଳାଶିନୀ ବିଶ୍ୱାଳ ।[୧] ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଭାତ ରଞ୍ଜନ ବିଶ୍ୱାଳ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Pravat Ranjan Biswal". odishaassembly.nic.in. Odisha Assembly. Retrieved 22 January 2020.