ପ୍ରସନ୍ନ ପଟ୍ଟନାୟକ
Appearance
ପ୍ରସନ୍ନ ପଟ୍ଟନାୟକ | |
---|---|
ବିଧାୟକ: ୯ମ, ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | କୈଳାଶ ଚନ୍ଦ୍ର ମହାପାତ୍ର |
ପର ଅଧିକାରୀ | କୈଳାଶ ଚନ୍ଦ୍ର ମହାପାତ୍ର |
ନିର୍ବାଚନ ମଣ୍ଡଳୀ | କାମାକ୍ଷାନଗର |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ବ୍ରହ୍ମାନନ୍ଦ ବିଶ୍ୱାଳ |
ପର ଅଧିକାରୀ | କୈଳାଶ ଚନ୍ଦ୍ର ମହାପାତ୍ର |
ନିର୍ବାଚନ ମଣ୍ଡଳୀ | କାମାକ୍ଷାନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁନ ୧୯୪୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ, ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ନଳୀନିପ୍ରଭା ପଟ୍ଟନାୟକ |
ବାପା/ବୋଉ | ନାରାୟଣ ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରସନ୍ନ ପଟ୍ଟନାୟକ (ଜନ୍ମ: ୧ ଜୁନ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରସନ୍ନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୭୭, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କାମାକ୍ଷାନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ୯ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପ୍ରସନ୍ନ ୧୯୪୮ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ପଟ୍ଟନାୟକ ଓ ପତ୍ନୀଙ୍କ ନାମ ନଳୀନିପ୍ରଭା ପଟ୍ଟନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରସନ୍ନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳ ଓ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | କାମାକ୍ଷାନଗର | ଜନତା ପାର୍ଟି |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | କାମାକ୍ଷାନଗର | ଭାରତୀୟ ଜନତା ପାର୍ଟି |
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | କାମାକ୍ଷାନଗର | ଜନତା ଦଳ |
ଆଧାର
[ସମ୍ପାଦନା]- ↑ "Shri Prasanna Patanayak". odishaassembly.nic.in. Odisha Assembly. Retrieved 29 July 2020.