ପ୍ରହଲ୍ଲାଦ ପୂର୍ତ୍ତି

ଉଇକିପିଡ଼ିଆ‌ରୁ
ପ୍ରହଲ୍ଲାଦ ପୂର୍ତ୍ତି
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ନିର୍ବାଚନ ମଣ୍ଡଳୀବହଳଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-04-10) ୧୦ ଅପ୍ରେଲ ୧୯୬୯ (ବୟସ ୫୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
ଜୀବନ ସାଥୀପାର୍ବତୀ ପୁର୍ତ୍ତି
ବାପା/ବୋଉନୱରା ପୁର୍ତ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରହଲ୍ଲାଦ ପୂର୍ତ୍ତି (ଜନ୍ମ: ୧୦ ଅପ୍ରେଲ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବହଳଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରହଲ୍ଲାଦ ପୂର୍ତ୍ତି ୧୯୬୯ ମସିହାର ଅପ୍ରେଲ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୱରା ପୁର୍ତ୍ତି ଓ ପତ୍ନୀଙ୍କ ନାମ ପାର୍ବତୀ ପୁର୍ତ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରହଲ୍ଲାଦ ପୂର୍ତ୍ତି ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Prahlad Purty". odishaassembly.nic.in. Odisha Assembly. Retrieved 5 August 2022.