ପ୍ରହ୍ଲାଦରାୟ ଲାଠ

ଉଇକିପିଡ଼ିଆ‌ରୁ
ପ୍ରହ୍ଲାଦରାୟ ଲାଠ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀପଶ୍ଚିମ ବରଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1907-02-27)୨୭ ଫେବୃଆରୀ ୧୯୦୭
ମୃତ୍ୟୁ୨୭ ମଇ ୨୦୦୧(2001-05-27) (ବୟସ ୯୪)
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ପ୍ରହ୍ଲାଦରାୟ ଲାଠ (୨୭ ଫେବୃଆରୀ ୧୯୦୭ – ୨୭ ମଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରହ୍ଲାଦରାୟ ଲାଠ ୧୯୦୭ ମସିହାର ଫେବୃଆରୀ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରହ୍ଲାଦରାୟ ଲାଠ କଂଗ୍ରେସ ପାର୍ଟିର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

୨୦୦୧ ମସିହାର ମଇ ୨୭ ତାରିଖରେ ପ୍ରହ୍ଲାଦରାୟ ଲାଠ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ ୨.୨ "Shri Prahaladri Lath". odishaassembly.nic.in. Odisha Assembly. Retrieved 21 November 2023.