ପ୍ରିୟାଂଶୁ ପ୍ରଧାନ

ଉଇକିପିଡ଼ିଆ‌ରୁ
ପ୍ରିୟାଂଶୁ ପ୍ରଧାନ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଆଦିକନ୍ଦ ସେଠୀ
ପର ଅଧିକାରୀସୁବାସ ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀଛତ୍ରପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ପ୍ରିୟାଂଶୁ ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରିୟାଂଶୁ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Priyanshu Pradhan". odishaassembly.nic.in. Odisha Assembly. Retrieved 19 December 2020.