ଫକୀର ଚରଣ ଦାସ

ଉଇକିପିଡ଼ିଆ‌ରୁ
ଫକୀର ଚରଣ ଦାସ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀହରିହର ବାହିନୀପତି
ନିର୍ବାଚନ ମଣ୍ଡଳୀପୁରୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1922-06-22)୨୨ ଜୁନ ୧୯୨୨
ମୃତ୍ୟୁ୧୯ ମଇ ୨୦୦୦(2000-05-19) (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସମାଜବାଦୀ ପାର୍ଟି
ବୃତ୍ତିରାଜନୀତିଜ୍ଞ

ଫକୀର ଚରଣ ଦାସ (୨୨ ଜୁନ ୧୯୨୨ - ୧୯ ମଇ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଫକୀର ଚରଣ ଦାସ ୧୯୨୨ ମସିହାର ଜୁନ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଫକୀର ଓଡ଼ିଶା ରାଜନୀତିରେ ପ୍ରଜା ସମାଜବାଦୀ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଫକୀର ୨୦୦୦ ମସିହାର ମଇ ୧୯ ତାରିଖରେ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Fakir Charan Das". odishaassembly.nic.in. Odisha Assembly. Retrieved 6 March 2021.