ବଂଶୀଧର ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ବଂଶୀଧର ପଟ୍ଟନାୟକ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟ
ପର ଅଧିକାରୀସତ୍ୟସୁନ୍ଦର ମିଶ୍ର
ନିର୍ବାଚନ ମଣ୍ଡଳୀଖଣ୍ଡପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1919-06-01)ଜୁନ ୧, ୧୯୧୯
ମୃତ୍ୟୁ୨ ମଇ ୧୯୯୮(1998-05-02) (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀବୁଲୁରୀ ପଟ୍ଟନାୟକ
ବାପା/ବୋଉଭଗବାନ ସୁମନ୍ତ ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ବଂଶୀଧର ପଟ୍ଟନାୟକ (୧ ଜୁନ ୧୯୧୯ - ୨ ମଇ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବଂଶୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବଂଶୀଧର ପଟ୍ଟନାୟକ ୧୯୧୯ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଭଗବାନ ସୁମନ୍ତ ପଟ୍ଟନାୟକ ଏବଂ ପତ୍ନୀଙ୍କ ନାମ ବୁଲୁରୀ ପଟ୍ଟନାୟକ ।[୧] ବଂଶୀଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍‌ରୁ କମ ଥିଲା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବଂଶୀଧର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବଂଶୀଧର ପଟ୍ଟନାୟକ ୧୯୯୮ ମସିହାର ମଇ ମାସ ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Shri Banshidhar Pattanaik". odishaassembly.nic.in. Odisha Assembly. Retrieved 11 April 2020.