ବଂଶୀଧର ସାହୁ
ବଂଶୀଧର ସାହୁ | |
|---|---|
| ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୮୦ – ୧୯୮୫ | |
| ପୂର୍ବ ଅଧିକାରୀ | ଭାଗବତ ବେହେରା |
| ପର ଅଧିକାରୀ | ଭାଗବତ ବେହେରା |
| ନିର୍ବାଚନ ମଣ୍ଡଳୀ | ନୟାଗଡ଼ |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ନଭେମ୍ବର ୩୦, ୧୯୪୪ |
| ମୃତ୍ୟୁ | ୨୧ ଅକ୍ଟୋବର ୨୦୧୮ (ବୟସ ୭୩) |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
| ଜୀବନ ସାଥୀ | ବିଦୁଲତା ସାହୁ |
| ବାପା/ବୋଉ | ବାଞ୍ଛାନିଧି ସାହୁ (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ବଂଶୀଧର ସାହୁ (୩୦ ନଭେମ୍ବର ୧୯୪୪ - ୨୧ ଅକ୍ଟୋବର ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ବଂଶୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବଂଶୀଧର ସାହୁ ୧୯୪୪ ମସିହାର ନଭେମ୍ବର ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବାଞ୍ଛାନିଧି ସାହୁ ଏବଂ ପତ୍ନୀଙ୍କ ନାମ ବିଦୁଲତା ସାହୁ ।[୧] ତାଙ୍କର ଶିକ୍ଷାଗତ ଯୋଗତ୍ୟା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବଂଶୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବଂଶୀଧର ସାହୁ ୨୦୧୮ ମସିହାର ଅକ୍ଟୋବର ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ଥୋଇଥିଲା ।