ବଟକୃଷ୍ଣ ଜେନା

ଉଇକିପିଡ଼ିଆ‌ରୁ
ବଟକୃଷ୍ଣ ଜେନା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀସୁରେନ୍ଦ୍ରନାଥ ପଟ୍ଟନାୟକ
ପର ଅଧିକାରୀବାଇଧର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୮୦
ପର ଅଧିକାରୀସୁରେନ୍ଦ୍ରନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀକିଶାନ ନଗର
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀସୁରେନ୍ଦ୍ରନାଥ ପଟ୍ଟନାୟକ
ପର ଅଧିକାରୀଯୁଧିଷ୍ଠିର ଦାସ
ନିର୍ବାଚନ ମଣ୍ଡଳୀକିଶାନ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1940-04-11)୧୧ ଅପ୍ରେଲ ୧୯୪୦
ମୃତ୍ୟୁ୨୪ ଜୁଲାଇ ୨୦୧୧(2011-07-24) (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ, ଜନତା ପାର୍ଟି
ଜୀବନ ସାଥୀପୁଷ୍ପଲତା ଜେନା
ବାପା/ବୋଉଭୋଳାନାଥ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ବଟକୃଷ୍ଣ ଜେନା (୧୧ ଅପ୍ରେଲ ୧୯୪୦ - ୨୪ ଜୁଲାଇ ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ବଟକୃଷ୍ଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଏବଂ ପରେ ୧୯୭୧, ୧୯୭୪ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କିଶାନ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବଟକୃଷ୍ଣ ଜେନା ୧୯୪୦ ମସିହାର ଅପ୍ରେଲ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୋଳାନାଥ ଜେନା ଏବଂ ପତ୍ନୀଙ୍କ ନାମ ପୁଷ୍ପଲତା ଜେନା ।[୧] ବଟକୃଷ୍ଣଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବଟକୃଷ୍ଣ ଜେନା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଚାରିଥର ବିଧାୟକ ଭାବରେ ଏବଂ ୧୯୮୫ ମସିହାରୁ ୧୯୮୯ ମସିହାଯାଏଁ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୨]


ମୃତ୍ୟୁ[ସମ୍ପାଦନା]

ବଟକୃଷ୍ଣ ଜେନା ୨୦୧୧ ମସିହାର ଜୁଲାଇ ମାସ ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୩] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Batakrushna Jena". odishaassembly.nic.in. Odisha Assembly. Retrieved 2 January 2020. {{cite web}}: Cite has empty unknown parameter: |dead-url= (help)
  2. "Former Minister dead". news18.com. Retrieved 16 January 2021.
  3. "Former Minister dead". The New Indian Express. Retrieved 16 January 2021.