ବଡ଼ମ୍ବା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୧୪,୩୧୨
ଜିଲ୍ଲା: କଟକ
ଲୋକ ସଭା ନିର୍ବାଚନ ମଣ୍ଡଳୀ: କଟକ
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ବଡ଼ମ୍ବା (କ୍ରମିକ ସଂଖ୍ୟା: ୮୭) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବଡ଼ମ୍ବା ବ୍ଳକ ଓ ନରସିଂହପୁର ବ୍ଳକ ।[୧][୨]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବୀପ୍ରସାଦ ମିଶ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥିନୀ ଲକ୍ଷ୍ମୀ ଦେବୀଙ୍କଠାରୁ ୬୮୦୧୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୩]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବୀ ପ୍ରସାଦ ମିଶ୍ର, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁରେନ୍ଦ୍ର କୁମାର ନନ୍ଦଙ୍କଠାରୁ ୩୮,୧୮୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୪]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ବଡ଼ମ୍ବା [୫]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ଦେବୀ ପ୍ରସାଦ ମିଶ୍ର ୭୯,୬୫୮ ୫୯.୮୬ -
କଂଗ୍ରେସ ସୁରେନ୍ଦ୍ର କୁମାର ନନ୍ଦ ୪୧,୪୬୯ ୩୧.୧୬ -
ଭାଜପା ସରୋଜ କୁମାର ରଣା ୫,୯୩୧ ୪.୪୬ -
ବସପା ଭାସ୍କର ଦଳେଇ ୨,୫୨୮ ୧.୯୦ -
ସ୍ୱାଧୀନ ସୁରମଣୀ ମିଶ୍ର ୧,୧୭୨ ୦.୮୮ -
ସମୃଦ୍ଧ ଓଡ଼ିଶା ଅନୁକୁଳ ଚନ୍ଦ୍ର ସାହୁ ୧,୦୧୯ ୦.୭୭ -
ସ୍ୱାଧୀନ ଗୋଲାପ ସେଠୀ ୬୯୩ ୦.୫୨ -
ସ୍ୱାଧୀନ ସନାତନ ବେହେରା ୫୯୭ ୦.୪୫ -
ଭୋଟ ବ୍ୟବଧାନ ୩୮,୧୮୯ ୨୮.୭୦* -
ମତଦାନ ହାର ୧,୩୩,୧୦୦ ୬୫.୩୩ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

୧୯୫୭ରୁ ୨୦୧୪ ମଧ୍ୟରେ ମୋଟ ୧୪ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୬][୩]

ଆଧାର[ସମ୍ପାଦନା]

  1. Assembly Constituencies and their Extent
  2. Seats of Odisha
  3. ୩.୦ ୩.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  4. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  5. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  6. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf