ବଦ୍ରିନାରାୟଣ ପାତ୍ର

ଉଇକିପିଡ଼ିଆ‌ରୁ
(ବଦ୍ରି ନାରାୟଣ ପାତ୍ରରୁ ଲେଉଟି ଆସିଛି)
ବଦ୍ରିନାରାୟଣ ପାତ୍ର
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ନିର୍ବାଚନ ମଣ୍ଡଳୀଘସିପୁରା
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀନିରଞ୍ଜନ ପଟ୍ଟନାୟକ
ପର ଅଧିକାରୀନିରଞ୍ଜନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀନିରଞ୍ଜନ ପଟ୍ଟନାୟକ
ପର ଅଧିକାରୀନିରଞ୍ଜନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1943-11-14) ୧୪ ନଭେମ୍ବର ୧୯୪୩ (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀସ୍ୱର୍ଣ୍ଣପ୍ରଭା ପାତ୍ର
ସନ୍ତାନ୨ ପୁଅ
ବାପା/ବୋଉକ୍ଷମାକର ପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ବଦ୍ରିନାରାୟଣ ପାତ୍ର (ଜନ୍ମ: ୧୪ ନଭେମ୍ବର ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ବଦ୍ରିନାରାୟଣ ଓଡ଼ିଶା ରାଜନୀତିରେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରୁଛନ୍ତି । ବର୍ତ୍ତମାନ ସେ ୧୬ଶ ଓଡ଼ିଶା ବିଧାନ ସଭାର ବାଚସ୍ପତି ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୦, ୨୦୦୦, ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଯଥାକ୍ରମେ ୧୦ମ, ୧୨ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ବଦ୍ରିନାରାୟଣ ପାତ୍ର ୧୯୪୩ ମସିହାର ନଭେମ୍ବର ମାସ ୧୪ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କ୍ଷମାକର ପାତ୍ର ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଅର୍ଥଶାସ୍ତ୍ରରେ ସ୍ନାତକୋତ୍ତର । ତାଙ୍କ ପତ୍ନୀଙ୍କ ନାମ ସ୍ୱର୍ଣ୍ଣପ୍ରଭା ପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବଦ୍ରିନାରାୟଣ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ରାମଚନ୍ଦ୍ରପୁର ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ରାମଚନ୍ଦ୍ରପୁର ସ୍ୱାଧୀନ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଘସିପୁରା ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଘସିପୁରା ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ଘସିପୁରା ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Badrinarayan Patra". odishaassembly.nic.in. Odisha Assembly. Retrieved 9 August 2019.