ବରଦା ପ୍ରସନ୍ନ କହଁର
Appearance
ବରଦା ପ୍ରସନ୍ନ କହଁର | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ପର ଅଧିକାରୀ | ଜଗଦୀଶ ଜାନୀ |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୫ ଜୁଲାଇ ୨୦୦୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଗୌରୀ ଦେବୀ |
ବୃତ୍ତି | ରାଜନୀତିଜ୍ଞ |
ବରଦା ପ୍ରସନ୍ନ କହଁର (ମୃତ୍ୟୁ: ୫ ଜୁଲାଇ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବରଦା ପ୍ରସନ୍ନ କହଁରଙ୍କ ବାପାଙ୍କ ନାମ ଉତର ଜାନୀ ଓ ପତ୍ନୀଙ୍କ ନାମ ଗୌରୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବରଦା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବରଦା ୨୦୦୭ ମସିହାର ଜୁଲାଇ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Barada Prasanna Kanhar". odishaassembly.nic.in. Odisha Assembly. Retrieved 22 April 2021.