ବସନ୍ତ କୁମାର ମହାନନ୍ଦ
ବସନ୍ତ କୁମାର ମହାନନ୍ଦ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଅଭିମନ୍ୟୁ କୁମ୍ଭାର |
ପର ଅଧିକାରୀ | ଅଭିମନ୍ୟୁ କୁମ୍ଭାର |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୮୦ | |
ପୂର୍ବ ଅଧିକାରୀ | ଅଭିମନ୍ୟୁ କୁମ୍ଭାର |
ପର ଅଧିକାରୀ | ଅଭିମନ୍ୟୁ କୁମ୍ଭାର |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ନଭେମ୍ବର ୧୯୩୫ |
ମୃତ୍ୟୁ | ୨୫ ଅପ୍ରେଲ ୨୦୦୨ | (ବୟସ ୬୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଉତ୍କଳ କଂଗ୍ରେସ, ଜନତା ପାର୍ଟି |
ଜୀବନ ସାଥୀ | ସାବିତ୍ରୀ ମହାନନ୍ଦ |
ବୃତ୍ତି | ରାଜନୀତିଜ୍ଞ |
ବସନ୍ତ କୁମାର ମହାନନ୍ଦ (୭ ନଭେମ୍ବର ୧୯୩୫ - ୨୫ ଅପ୍ରେଲ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ ଓ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବସନ୍ତ କୁମାର ମହାନନ୍ଦ ୧୯୩୫ ମସିହାରୁ ନଭେମ୍ବର ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସାବିତ୍ରୀ ମହାନନ୍ଦ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ବସନ୍ତ ଓଡ଼ିଶା ରାଜନୀତିରେ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | ଉତ୍କଳ କଂଗ୍ରେସ |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | ଜନତା ପାର୍ଟି |
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | ଜନତା ଦଳ |
ମୃତ୍ୟୁ
[ସମ୍ପାଦନା]ବସନ୍ତ କୁମାର ମହାନନ୍ଦ ୨୦୦୨ ମସିହାର ଅପ୍ରେଲ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Basanta Kumar Mahananda". odishaassembly.nic.in. Odisha Assembly. Retrieved 8 September 2020.