ବସନ୍ତ କୁମାର ମହାନନ୍ଦ

ଉଇକିପିଡ଼ିଆ‌ରୁ
ବସନ୍ତ କୁମାର ମହାନନ୍ଦ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଅଭିମନ୍ୟୁ କୁମ୍ଭାର
ପର ଅଧିକାରୀଅଭିମନ୍ୟୁ କୁମ୍ଭାର
ନିର୍ବାଚନ ମଣ୍ଡଳୀରେଢ଼ାଖୋଲ
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୮୦
ପୂର୍ବ ଅଧିକାରୀଅଭିମନ୍ୟୁ କୁମ୍ଭାର
ପର ଅଧିକାରୀଅଭିମନ୍ୟୁ କୁମ୍ଭାର
ନିର୍ବାଚନ ମଣ୍ଡଳୀରେଢ଼ାଖୋଲ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1935-11-07)୭ ନଭେମ୍ବର ୧୯୩୫
ମୃତ୍ୟୁ୨୫ ଅପ୍ରେଲ ୨୦୦୨(2002-04-25) (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ, ଜନତା ପାର୍ଟି
ଜୀବନ ସାଥୀସାବିତ୍ରୀ ମହାନନ୍ଦ
ବୃତ୍ତିରାଜନୀତିଜ୍ଞ

ବସନ୍ତ କୁମାର ମହାନନ୍ଦ (୭ ନଭେମ୍ବର ୧୯୩୫ - ୨୫ ଅପ୍ରେଲ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ଦଳ, ଉତ୍କଳ କଂଗ୍ରେସଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବସନ୍ତ କୁମାର ମହାନନ୍ଦ ୧୯୩୫ ମସିହାରୁ ନଭେମ୍ବର ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସାବିତ୍ରୀ ମହାନନ୍ଦ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ବସନ୍ତ ଓଡ଼ିଶା ରାଜନୀତିରେ ଜନତା ଦଳ, ଉତ୍କଳ କଂଗ୍ରେସଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୨]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ରେଢ଼ାଖୋଲ ଉତ୍କଳ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ରେଢ଼ାଖୋଲ ଜନତା ପାର୍ଟି
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ରେଢ଼ାଖୋଲ ଜନତା ଦଳ

ମୃତ୍ୟୁ[ସମ୍ପାଦନା]

ବସନ୍ତ କୁମାର ମହାନନ୍ଦ ୨୦୦୨ ମସିହାର ଅପ୍ରେଲ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Basanta Kumar Mahananda". odishaassembly.nic.in. Odisha Assembly. Retrieved 8 September 2020.