ବାଇଧର ନାଏକ
Appearance
ବାଇଧର ନାୟକ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ମୃତ୍ୟୁଞ୍ଜୟ ପାଳ |
ନିର୍ବାଚନ ମଣ୍ଡଳୀ | ପାଲଲହଡ଼ା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ବାଇଧର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବାଇଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବାଇଧରଙ୍କର ମୃତ୍ୟୁ ପାଇଁ ୧୯୭୯ ମସିହାର ଫେବୃଆରୀ ମାସ ୨ ତାରିଖରେ ବିଧାନ ସଭାରେ ଶୋକ ସଭାର ଆୟୋଜନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Baidhar Naik". odishaassembly.nic.in. Odisha Assembly. Retrieved 22 July 2020.