ବାଇଧର ମଲ୍ଲିକ
ଦେଖଣା
ବାଇଧର ମଲ୍ଲିକ | |
---|---|
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ନୀଳମଣି ସିଂହ |
ପର ଅଧିକାରୀ | ରବୀନ୍ଦ୍ର କୁମାର ସେଠୀ |
ନିର୍ବାଚନ ମଣ୍ଡଳୀ | ନିମାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୭ ଜୁନ ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ସ୍ୱର୍ଣ୍ଣା ମଲ୍ଲିକ |
ବାପା/ବୋଉ | ଧଦି ମଲ୍ଲିକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବାଇଧର ମଲ୍ଲିକ (ଜନ୍ମ: ୨୭ ଜୁନ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବାଇଧର ମଲ୍ଲିକ ୧୯୬୪ ମସିହାର ଜୁନ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧଦି ମଲ୍ଲିକ ଓ ପତ୍ନୀଙ୍କ ନାମ ସ୍ୱର୍ଣ୍ଣା ମଲ୍ଲିକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବାଇଧର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ନିମାପଡ଼ା | ଭାରତୀୟ ଜନତା ପାର୍ଟି |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ନିମାପଡ଼ା | ଭାରତୀୟ ଜନତା ପାର୍ଟି |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Baidhar Mallick". odishaassembly.nic.in. Odisha Assembly. Retrieved 23 March 2021.