ବାଇଶି ପାହାଚେ ଖେଳିବ ମୀନ
ଦେଖଣା
ବାଇଶି ପାହାଚେ ଖେଳିବ ମୀନ | |
---|---|
ନିର୍ଦ୍ଦେଶକ | ସଞ୍ଜୟ ନାୟକ |
ପ୍ରଯୋଜକ | ରାଜଲକ୍ଷ୍ମୀ ପ୍ରିୟଦର୍ଶିନୀ |
କଳାକାର | ଲଳିତ, ପୁନମ ମିଶ୍ର, ମିହିର ଦାସ, ବିଜୟ ମହାନ୍ତି, ପ୍ରିୟଙ୍କା ମହାପାତ୍ର |
ସଙ୍ଗୀତ | ଶାନ୍ତିରାଜ ଖୋସଲା |
ମୁକ୍ତିଲାଭ ତାରିଖ | ୧୪ ଜୁନ ୨୦୧୧[୧] |
ଦେଶ | ଭାରତ |
ଭାଷା | ଓଡ଼ିଆ |
ବାଇଶି ପାହାଚେ ଖେଳିବ ମୀନ, ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସଞ୍ଜୟ ନାୟକ ।[୨]
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଲଳିତ ଓ ପୁନମ ମିଶ୍ର । ଉଭୟ ପୁନମ ଓ ଲଳିତ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ।[୨]
ଅଭିନୟ
[ସମ୍ପାଦନା]- ଲଳିତ
- ପୁନମ ମିଶ୍ର[୩][୪]
- ମିହିର ଦାସ[୫] [୬]
- ବିଜୟ ମହାନ୍ତି
- ପ୍ରିୟଙ୍କା ମହାପାତ୍ର
- ଅଖିଳ ପଟ୍ଟନାୟକ
- ଦୁଷ୍ମନ୍ତ ପଣ୍ଡା
- ପ୍ରିୟା ଚୌଧୁରୀ[୭]
- ବୀଣା ମହାରଣା
- ବିଜୁ ବଡ଼ଜେନା
- ରାଇଚରଣ ଦାସ
ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଶାନ୍ତିରାଜ ଖୋସଲା ।[୭]
ଆଧାର
[ସମ୍ପାଦନା]- ↑ "ଆସନ୍ତାକାଲି ଆସୁଅଛି ମହାପ୍ରଳୟ". ଧରିତ୍ରୀ (in ଓଡ଼ିଆ). ଭୁବନେଶ୍ୱର: ଧରିତ୍ରୀ. 13 June 2011. p. ୭. Retrieved 27 September 2020.
{{cite news}}
: CS1 maint: unrecognized language (link) - ↑ ୨.୦ ୨.୧ "ପ୍ରଥମ ଥରପାଇଁ ଏକାଠି ହେଲେ ଏହି ଓଲିଉଡ ନାୟକ-ନାୟିକା". Sambad (in Odia). Odisha. 23 January 2019. Archived from the original on 26 January 2019. Retrieved 23 January 2019.
{{cite news}}
: CS1 maint: unrecognized language (link) - ↑ "'ରକଷ୍ଟାର୍' ପାର୍ଟନରଙ୍କ ସହ ରୋମାନସ୍ କରୁଛନ୍ତି ଏହି ଓଲିଉଡ ନାୟିକା". sambad.in. 6 May 2018. Retrieved 6 June 2018.
- ↑ "'ଓମ୍'ରେ ଏକାଠି ଆସିପାରି ନ ଥିଲେ, ଏବେ ଆସୁଛନ୍ତି ଓଲିଉଡର ଏହି ନାୟକ-ନାୟିକା ଯୋଡ଼ି | Sambad". ସମ୍ବାଦ. sambad.in. 12 August 2019. Archived from the original on 6 January 2022. Retrieved 6 January 2022.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
- ↑ "ଭେଟେରାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ" (in ଓଡ଼ିଆ). ଭୁବନେଶ୍ୱର. 11 January 2022. Archived from the original on 11 January 2022. Retrieved 5 June 2022.
{{cite news}}
: CS1 maint: unrecognized language (link) - ↑ ୭.୦ ୭.୧ "ଏହି ଜଣାଶୁଣା ନାୟକଙ୍କ ସହ ବି ନଜର ଆସିଥିଲେ ପ୍ରିୟା". ସମ୍ବାଦ. ଭୁବନେଶ୍ୱର: sambad.in. 12 August 2022. Archived from the original on 24 October 2022. Retrieved 24 October 2022.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ବାଇଶି ପାହାଚେ ଖେଳିବ ମୀନ