ବାସନ୍ତି ହେମ୍ବ୍ରମ

ଉଇକିପିଡ଼ିଆ‌ରୁ
ବାସନ୍ତି ହେମ୍ବ୍ରମ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବିଜୟ କୁମାର ନାୟକ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ବାସନ୍ତି ହେମ୍ବ୍ରମ ଜଣେ ଓଡ଼ିଆ ରାଜନୀତିଜ୍ଞା । ବାସନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବାସନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ବାସନ୍ତି ହେମ୍ବ୍ରମ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରୁଛନ୍ତି ।

ଆଧାର[ସମ୍ପାଦନା]

  1. "Shri Basanti Hembram". odishaassembly.nic.in. Odisha Assembly. Retrieved 11 September 2019.