ବାସୁଦେବ ମହାପାତ୍ର
ଦେଖଣା
ବାସୁଦେବ ମହାପାତ୍ର | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ଉମେଶ ସ୍ୱାଇଁ |
ପର ଅଧିକାରୀ | ଜ୍ୟୋତିଶ ଚନ୍ଦ୍ର ଦାସ |
ନିର୍ବାଚନ ମଣ୍ଡଳୀ | ବାଲିକୁଦା |
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୭ | |
ପୂର୍ବ ଅଧିକାରୀ | ବୈକୁଣ୍ଠ ନାଥ ମହାନ୍ତି |
ପର ଅଧିକାରୀ | ଉମେଶ ସ୍ୱାଇଁ |
ନିର୍ବାଚନ ମଣ୍ଡଳୀ | ବାଲିକୁଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୩୨ |
ମୃତ୍ୟୁ | ୨୮ ଅକ୍ଟୋବର ୧୯୯୦ | (ବୟସ ୫୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଆର୍) |
ଜୀବନ ସାଥୀ | ଶୈଳବାଳା ମହାପାତ୍ର |
ସନ୍ତାନ | ୩ |
ବାପା/ବୋଉ | ବାମଦେବ ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବାସୁଦେବ ମହାପାତ୍ର (୧ ଜାନୁଆରୀ ୧୯୩୨ - ୨୮ ଅକ୍ଟୋବର ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିକୁଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବାସୁଦେବ ମହାପାତ୍ର ୧୯୩୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାମଦେବ ମହାପାତ୍ର ଓ ପତ୍ନୀଙ୍କ ନାମ ଶୈଳବାଳା ମହାପାତ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବାସୁଦେବ ମହାପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୧ | ୧୯୭୪ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ବାଲିକୁଦା | କଂଗ୍ରେସ (ଆର୍) |
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ବାଲିକୁଦା | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ବାଲିକୁଦା | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
[ସମ୍ପାଦନା]ବାସୁଦେବ ମହାପାତ୍ର ୧୯୯୦ ମସିହାର ଅକ୍ଟୋବର ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Basudev Mahapatra". odishaassembly.nic.in. Odisha Assembly. Retrieved 12 May 2022.