ବିଜୟ କୁମାର ନାୟକ
ଦେଖଣା
ବିଜୟ କୁମାର ନାୟକ | |
|---|---|
| ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୭୭ – ୧୯୮୫ | |
| ପୂର୍ବ ଅଧିକାରୀ | ଅଜିତ ହେମ୍ବ୍ରମ |
| ପର ଅଧିକାରୀ | ବାସନ୍ତି ହେମ୍ବ୍ରମ |
| ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ୨୫ ମଇ ୧୯୭୩ |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ବିଜୁ ଜନତା ଦଳ |
| ଜୀବନ ସାଥୀ | ଭାଗ୍ୟବତୀ ନାୟକ |
| ସନ୍ତାନ | ୧ ଝିଅ |
| ବାପା/ବୋଉ | ମଣିଆ ନାୟକ (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ବିଜୟ କୁମାର ନାୟକ (ଜନ୍ମ: ୨୫ ମଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ବିଜୟ କୁମାର ନାୟକ ୧୯୭୩ ମସିହାର ମଇ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଣିଆ ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ଭାଗ୍ୟବତୀ ନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bijay Kumar Nayak". odishaassembly.nic.in. Odisha Assembly. Retrieved 10 September 2019.