ବିଜୟ କୁମାର ନାୟକ

ଉଇକିପିଡ଼ିଆ ରୁ
Jump to navigation Jump to search
ବିଜୟ କୁମାର ନାୟକ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
ଅଫିସରେ
୧୯୭୭ – ୧୯୮୫
ପୂର୍ବ ଅଧିକାରୀଅଜିତ ହେମ୍ବ୍ରମ
ପର ଅଧିକାରୀବାସନ୍ତି ହେମ୍ବ୍ରମ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1973-05-25) May 25, 1973 (age 46)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଭାଗ୍ୟବତୀ ନାୟକ
ସନ୍ତାନ୧ ଝିଅ
ବାପା/ମା'ମଣିଆ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

ବିଜୟ କୁମାର ନାୟକ (ଜନ୍ମ: ୨୫ ମଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ବିଜୟ କୁମାର ନାୟକ ୧୯୭୩ ମସିହାର ମଇ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଣିଆ ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ଭାଗ୍ୟବତୀ ନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Bijay Kumar Nayak". odishaassembly.nic.in. Odisha Assembly. Retrieved 10 September 2019.