ବିଜୟ କୁମାର ପାଣି

ଉଇକିପିଡ଼ିଆ‌ରୁ
ବିଜୟ କୁମାର ପାଣି
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପର ଅଧିକାରୀବିନୋଦ ବିହାରୀ ବରିହା
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା-ରାମ୍ପେଲ୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1918-09-01)୧ ସେପ୍ଟେମ୍ବର ୧୯୧୮
ମୃତ୍ୟୁ୪ ଅପ୍ରେଲ ୧୯୯୯(1999-04-04) (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକସ୍ତୁରୀ ପାଣି
ବାପା/ବୋଉକାହ୍ନୁ କିଶୋର ପାଣି (ବାପା)
ବୃତ୍ତିରାଜନୀତିଜ୍ଞ

ବିଜୟ କୁମାର ପାଣି (୧ ସେପ୍ଟେମ୍ବର ୧୯୧୮ - ୪ ଅପ୍ରେଲ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ା-ରାମ୍ପେଲ୍ଲା ଓ ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିଜୟ କୁମାର ପାଣି ୧୯୧୮ ମସିହାର ସେପ୍ଟେମ୍ବର ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାହ୍ନୁ କିଶୋର ପାଣି ଓ ପତ୍ନୀଙ୍କ ନାମ କସ୍ତୁରୀ ପାଣି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିଜୟ କୁମାର ପାଣି ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସରେ ଓ ପରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବିଜୟ କୁମାର ପାଣି ୧୯୯୯ ମସିହାର ଅପ୍ରେଲ ୪ ତାରିଖରେ ମୃତ୍ୟବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Bijoy Kumar Pani". odishaassembly.nic.in. Odisha Assembly. Retrieved 7 August 2021.