ବିଧିର ବିଧାନ

ଉଇକିପିଡ଼ିଆ ରୁ
Jump to navigation Jump to search
ବିଧିର ବିଧାନ
ନିର୍ଦ୍ଦେଶକମହମ୍ମଦ ମହସୀନ
ପ୍ରଯୋଜକରାଜ କୁମାର
ସଂଳାପସୁବୋଧ ପଟ୍ଟନାୟକ
ଚିତ୍ରନାଟ୍ୟମହମ୍ମଦ ମହସୀନ
କାହାଣୀମହମ୍ମଦ ମହସୀନ
କଳାକାରଉତ୍ତମ ମହାନ୍ତି
ଅପରାଜିତା ମହାନ୍ତି
ଦେବୁ ବୋଷ
ବିଜୟ ମହାନ୍ତି
ମହମ୍ମଦ ମହସୀନ
ଜୟୀରାମ ସାମଲ
ସଙ୍ଗୀତଅକ୍ଷୟ ମହାନ୍ତି
ଚିତ୍ରଗ୍ରହଣଦିଲ୍ଲୀପ ରାୟ
ସମ୍ପାଦକମୁକ୍ତାର ଅହମ୍ମଦ
ମୁକ୍ତିଲାଭ ତାରିଖ
୧୯୮୯
କଥାଚିତ୍ରର ସମୟ
୧୫୮ ମିନିଟ
ଦେଶ ଭାରତ
ଭାଷାଓଡ଼ିଆ

ବିଧିର ବିଧାନ, ୧୯୮୯ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରାଜ କୁମାର । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମହମ୍ମଦ ମହସୀନ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଦେବୁ ବୋଷ, ବିଜୟ ମହାନ୍ତି, ମହମ୍ମଦ ମହସୀନ, ଜୟୀରାମ ସାମଲ, ତାପସ ପାଲ୍, ଅରୁଣ ଗୋଭିଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଅକ୍ଷୟ ମହାନ୍ତି ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "୭୫ ବର୍ଷ ବୟସରେ ଅଭିନେତା ଦେବୁ ବୋଷଙ୍କ ପରଲୋକ | Kanak News". Kanak News. 23 August 2018. Archived from the original on 4 September 2018. Retrieved 4 September 2018.

ବାହାର ଆଧାର[ସମ୍ପାଦନା]