ବିନାୟକ ମହାପାତ୍ର
Appearance
ବିନାୟକ ମହାପାତ୍ର | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଶିବ ଶଙ୍କର ସାହାଣୀ |
ପର ଅଧିକାରୀ | ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ବ୍ରହ୍ମପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ନଭେମ୍ବର ୧୯୩୮ |
ମୃତ୍ୟୁ | ୨୬ ଡିସେମ୍ବର ୨୦୦୦ | (ବୟସ ୬୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ଇନ୍ଦିରା ମହାପାତ୍ର |
ବାପା/ବୋଉ | ରଘୁନାଥ ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିନାୟକ ମହାପାତ୍ର (୫ ନଭେମ୍ବର ୧୯୩୮ - ୨୬ ଡିସେମ୍ବର ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ବିନାୟକ ୧୯୩୮ ମସିହାର ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ମହାପାତ୍ର ଓ ପତ୍ନୀଙ୍କ ନାମ ଇନ୍ଦିରା ମହାପାତ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିନାୟକ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବିନାୟକ ୨୦୦୦ ମସିହାର ଡିସେମ୍ବର ୨୬ ତାରିଖରେ ୬୨ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Binayak Mahapatra". odishaassembly.nic.in. Odisha Assembly. Retrieved 13 January 2021.