ବିନାୟକ ମହାପାତ୍ର

ଉଇକିପିଡ଼ିଆ‌ରୁ
ବିନାୟକ ମହାପାତ୍ର
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଶିବ ଶଙ୍କର ସାହାଣୀ
ପର ଅଧିକାରୀରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1938-11-05)୫ ନଭେମ୍ବର ୧୯୩୮
ମୃତ୍ୟୁ୨୬ ଡିସେମ୍ବର ୨୦୦୦(2000-12-26) (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀଇନ୍ଦିରା ମହାପାତ୍ର
ବାପା/ବୋଉରଘୁନାଥ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ବିନାୟକ ମହାପାତ୍ର (୫ ନଭେମ୍ବର ୧୯୩୮ - ୨୬ ଡିସେମ୍ବର ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ବିନାୟକ ୧୯୩୮ ମସିହାର ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ମହାପାତ୍ର ଓ ପତ୍ନୀଙ୍କ ନାମ ଇନ୍ଦିରା ମହାପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିନାୟକ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବିନାୟକ ୨୦୦୦ ମସିହାର ଡିସେମ୍ବର ୨୬ ତାରିଖରେ ୬୨ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Binayak Mahapatra". odishaassembly.nic.in. Odisha Assembly. Retrieved 13 January 2021.