Jump to content

ବିବେକାନନ୍ଦ ମେହେର

ଉଇକିପିଡ଼ିଆ‌ରୁ
ବିବେକାନନ୍ଦ ମେହେର
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀସୁଶିଳ କୁମାର ପୃଷ୍ଟି
ପର ଅଧିକାରୀକନକ ବର୍ଦ୍ଧନ ସିଂହ ଦେଓ
ନିର୍ବାଚନ ମଣ୍ଡଳୀପାଟଣାଗଡ଼
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଅଇଣ୍ଠୁ ସାହୁ
ପର ଅଧିକାରୀବ୍ରଜମୋହନ ଠାକୁର
ନିର୍ବାଚନ ମଣ୍ଡଳୀପାଟଣାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1943-03-05) ୫ ମାର୍ଚ୍ଚ ୧୯୪୩ (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀପ୍ରିୟମ୍ବଦା ମେହେର
ବାପା/ବୋଉମୋହନ ମେହେର (ବାପା)
ବୃତ୍ତିରାଜନୀତିଜ୍ଞ

ବିବେକାନନ୍ଦ ମେହେର (ଜନ୍ମ: ୫ ମାର୍ଚ୍ଚ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ବିବେକାନନ୍ଦ ମେହେର ୧୯୪୩ ମସିହାର ମାର୍ଚ୍ଚ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୋହନ ମେହେର ଓ ପତ୍ନୀଙ୍କ ନାମ ପ୍ରିୟମ୍ବଦା ମେହେର ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ବିବେକାନନ୍ଦ ମେହେର ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିରେ ଓ ପରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ

[ସମ୍ପାଦନା]
ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ପାଟଣାଗଡ଼ ଜନତା ପାର୍ଟି
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ପାଟଣାଗଡ଼ ଜନତା ଦଳ
  1. ୧.୦ ୧.୧ "Shri Bibekananda Meher". odishaassembly.nic.in. Odisha Assembly. Retrieved 22 September 2021.