ବିଭୂତି ଭୂଷଣ ବଳବନ୍ତରାୟ
ଦେଖଣା
ବିଭୂତି ଭୂଷଣ ବଳବନ୍ତରାୟ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୨୪ – ଏବେଯାଅଁ | |
ପୂର୍ବ ଅଧିକାରୀ | ସୁରେଶ କୁମାର ରାଉତରାୟ |
ନିର୍ବାଚନ ମଣ୍ଡଳୀ | ଜଟଣୀ |
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଶରତ ଚନ୍ଦ୍ର ପାଇକରାୟ |
ପର ଅଧିକାରୀ | ଭାଗିରଥି ବଡ଼ଜେନା |
ନିର୍ବାଚନ ମଣ୍ଡଳୀ | ଜଟଣୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୮ ଫେବୃଆରୀ ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ପୂର୍ଣ୍ଣିମା ବଳବନ୍ତରାୟ |
ବାପା/ବୋଉ | ଦିବ୍ୟସିଂହ ବଳବନ୍ତରାୟ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଭୂତି ଭୂଷଣ ବଳବନ୍ତରାୟ (ଜନ୍ମ: ୮ ଫେବୃଆରୀ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବିଭୂତି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିଭୂତି ଭୂଷଣ ବଳବନ୍ତରାୟ ୧୯୬୨ ମସିହାର ଫେବୃଆରୀ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଦିବ୍ୟସିଂହ ବଳବନ୍ତରାୟ ଏବଂ ପତ୍ନୀଙ୍କ ନାମ ପୂର୍ଣ୍ଣିମା ବଳବନ୍ତରାୟ ।[୧] ବିଭୂତିଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଭୂତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]