ବିମ୍ବାଧର କୁଅଁର

ଉଇକିପିଡ଼ିଆ‌ରୁ
ବିମ୍ବାଧର କୁଅଁର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀମୋହନ ନାଗ
ପର ଅଧିକାରୀବିମ୍ବାଧର କୁଅଁର
ନିର୍ବାଚନ ମଣ୍ଡଳୀଭଟଲୀ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀବିମ୍ବାଧର କୁଅଁର
ପର ଅଧିକାରୀକୁମାର ବେହେରା
ନିର୍ବାଚନ ମଣ୍ଡଳୀଭଟଲୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1949-08-01) ୧ ଅଗଷ୍ଟ ୧୯୪୯ (ବୟସ ୭୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀକ୍ଷୀରାବ୍ଧି ତନୟା କୁଅଁର
ବାପା/ବୋଉମନବୋଧ କୁଅଁର (ବାପା)
ବୃତ୍ତିରାଜନୀତିଜ୍ଞ

ବିମ୍ବାଧର କୁଅଁର (ଜନ୍ମ: ୧ ଅଗଷ୍ଟ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୭୭, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିମ୍ବାଧର କୁଅଁର ୧୯୪୯ ମସିହାର ଅଗଷ୍ଟ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମନବୋଧ କୁଅଁର ଓ ପତ୍ନୀଙ୍କ ନାମ କ୍ଷୀରାବ୍ଧି ତନୟା କୁଅଁର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିମ୍ବାଧର କୁଅଁର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୨୦୦୨ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଭଟଲୀ ଜନତା ପାର୍ଟି
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଭଟଲୀ ଭାରତୀୟ ଜନତା ପାର୍ଟି
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଭଟଲୀ ଭାରତୀୟ ଜନତା ପାର୍ଟି

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Bimbadhar Kuanr". odishaassembly.nic.in. Odisha Assembly. Retrieved 29 July 2021.