ବିଶି ଗଣ୍ଡ
ଦେଖଣା
ବିଶି ଗଣ୍ଡ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓ ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ପୂର୍ବ ବରଗଡ଼ (ଉପ) |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ନ୍ୟାସନାଲ୍ ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ବିଶି ଗଣ୍ଡ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୩୭ ଓ ୧୯୪୬ ମସିହାରେ ଗଠିତ ହୋଇଥିବା ପ୍ରଥମ ଓ ଦ୍ୱିତୀୟ ଓଡ଼ିଶା ବିଧାନ ସଭାକୁ ପୂର୍ବ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସେ ସ୍ୱାଧୀନତା ପୂର୍ବର ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ରାଜନୈତିକ ଜୀବନ
[ସମ୍ପାଦନା]ବିଶି ଗଣ୍ଡ ନ୍ୟାସନାଲ୍ ପାର୍ଟି ଓ କଂଗ୍ରେସର ରାଜନେତା ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bisi Ganda". odishaassembly.nic.in. Odisha Assembly. Retrieved 28 October 2023.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link)