ବ୍ରାହ୍ମଣୀ ନଦୀ
ଦେଖଣା
ବ୍ରାହ୍ମଣୀ ନଦୀ | |
River | |
ଦେଶ | ଭାରତ |
---|---|
ରାଜ୍ୟ | ଓଡ଼ିଶା |
Source | ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀର ମିଳିତ |
- coordinates | 22°14′45″N 84°47′02″E / 22.24583°N 84.78389°E |
Mouth | ବଙ୍ଗୋପସାଗର |
ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀ ବିହାର ରାଜ୍ୟର ଛୋଟନାଗପୁର ମାଳଭୂମିରୁ ବାହାରିଛନ୍ତି । ଏହି ଦୁଇନଦୀ ସୁନ୍ଦରଗଡ଼ ଜିଲ୍ଲାର ପାନପୋଷ ଠାରେ ମିଳିତ ହୋଇ ଗୋଟିଏ ନଦୀ ହୋଇଛନ୍ତି । ଏହାର ନାମ ବ୍ରାହ୍ମଣୀ । ଏହା କଟକ ଜିଲ୍ଲା ଓ ଯାଜପୁର ଅଞ୍ଚଳରେ ବୈତରଣୀ ନଦୀ ସହିତ ମିଶି ବଙ୍ଗୋପସାଗରରେ ପଡି଼ଅଛି । ବଣାଇଗଡ଼, ଭୁବନ, ତାଳଚେର ଓ ଜେନାପୁର ଏହି ନଦୀର କୂଳରେ ଅବସ୍ତିତ । ବ୍ରାହ୍ମଣୀ ନଦୀରେ ବେଶି ବନ୍ୟା ହେଲେ ଯାଜପୁର ଅଞ୍ଚଳର କ୍ଷତି ହୁଏ । [୧][୨]
ଆଧାର
- ↑ http://www.india9.com/i9show/-Orissa/Brahmani-River-20953.htm
- ↑ dsal.uchicago.edu/reference/gazetteer/pager.html?objectid=DS405.1.I34_V09_016.gif