ନବାଙ୍କ ବେଶ
ଦେଖଣା
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତସବ ଅନୁଷ୍ଠିତ ହୁଏ । ଉକ୍ତ ଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁର ମାନଙ୍କୁ ଲାଗି କରାଯାଇଥାଏ ।[୧] ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି , କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର,ହଳ,ମୁଷକ,କୁଣ୍ଡଳ ଡଡଗୀ ଇତ୍ୟାଦି ଜଗନ୍ନାଥ ,ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ,ଚକ୍ର,ହଳ,ମୁଷକ ଇତ୍ୟାଦି ଧାରଣ କରିଥାନ୍ତି । ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ ।