ସମୁଦ୍ରଗୁପ୍ତ
ଦେଖଣା
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ସମୁଦ୍ରଗୁପ୍ତ | |
---|---|
ଗୁପ୍ତ ସମ୍ରାଟ | |
ଶାସନ କାଳ | c. 335–c. 375 CE |
ସମ୍ପୂର୍ଣ୍ଣ ନାମ | Samudragupta Asokaditya Priyadashin |
ଆଖ୍ୟା | Vikramank, Kaviraaj, Ashwamedhkarta,Napoleon of India |
ପୂର୍ବାଧିକାରୀ | ଚନ୍ଦ୍ରଗୁପ୍ତ |
ଉତ୍ତରାଧିକାରୀ | ରାମଗୁପ୍ତ |
ରାଣୀ | ଦତ୍ତଦେବୀ |
ରାଜବଂଶ | ଗୁପ୍ତ ରାଜବଂଶ |
ପିତା | ଚନ୍ଦ୍ରଗୁପ୍ତ ବିଜୟାଗୁପ୍ତ |
ଧର୍ମ | ହିନ୍ଦୁ |
ସମୁଦ୍ରଗୁପ୍ତ, ଗୁପ୍ତବଂଶର ଜଣେ ଶ୍ରେଷ୍ଠ ଶାସକ ଥିଲେ । କୁଶାଣ ବଂଶର ପତନପରେ ଉତ୍ତର ଭାରତ ତ୍ରମଶଃ ଅନେକ କ୍ଷୁଦ୍ର ସ୍ଵାଧୀନ ରାଜ୍ୟରେ ବିଭକ୍ତ ହେବାପରେ ଭାରତର ରାଜନୈତିକ ଏକତା ଓ ସଂହିତା ବ୍ୟାହତ ହୋଇଥିଲା । କିନ୍ତୁ ଖ୍ରୀଷ୍ଟୀୟ ଚତୁର୍ଥ ଶତାବ୍ଦୀର ପ୍ରାରମ୍ଭରେ ଗୁପ୍ତ୍ରବଂଶର ଅଭ୍ୟୁଦୟ ଫଳରେ ଭାରତରେ ଶାନ୍ତି ଶୃଙ୍ଖଳା ତଥା ରାଜନୈତିକ ଏକତା ପୁନଃପ୍ରତିଷ୍ଠିତ ହୋଇଥିଲା । ସମ୍ଭବତଃ ୩୩୫ ଖ୍ରୀଷ୍ଟାବ୍ଦରେ ପ୍ରଥମ ଚନ୍ଦ୍ରଗୁପ୍ତଙ୍କ ପୁତ୍ର ସମୁଦ୍ରଗୁପ୍ତ ସିଂହାସନ ଆରୋହଣ କରିଥିଲେ । ଆଲାହାବାଦ ସ୍ତମ୍ଭଲେଖରୁ ତାଙ୍କର ରାଜତ୍ଵ ବିଶେଷତଃ ଦିଗବିଜୟ ସମ୍ଭନ୍ଧରେ ବହୁ ତଥ୍ୟ ଜଣାଯାଏ । ସମୁଦ୍ରଗୁପ୍ତଙ୍କ ରାଜସଭାର ବିଶିଷ୍ଟ କବି ତଥା ସନ୍ଧିବିଗ୍ରହିକ ( ପ୍ରତିରକ୍ଷା ମନ୍ତ୍ରୀ) ହରିସେଣଙ୍କ ଦ୍ଵାରା ଏହି ସ୍ତମ୍ଭଲେଖର ପ୍ରଶସ୍ତି ରଚିତ ହୋଇଥିଲା । [୧]
ସାମ୍ରାଜ୍ୟ ବିସ୍ତାର
ସମୁଦ୍ରଗୁପ୍ତଙ୍କ ପ୍ରତିଭା
ଆଧାର
ବାହାର ତଥ୍ୟ
- Text of the Allahabad Stone Pillar Inscription of Samudragupta
- Catalogue of Coins of Samudragupta
- Coins of Samudragupta
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |