ଓଡ଼ିଶା ବିଧାନ ସଭା
ଦେଖଣା
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ପ୍ରତି ରାଜ୍ୟରେ ଗୋଟିଏ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କ ଦ୍ଵାରା ଲୋକ-ପ୍ରତିନିଧୀ ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭାର ସଦସ୍ୟ ସଂଖ୍ୟା ସର୍ବାଧିକ ୫୬୦୦ ଓ ସର୍ବନିମ୍ନ ୬୦ ଅଟେ । ଓଡ଼ିଶା ବିଧାନ ସଭାର ସଭ୍ୟସଂଖ୍ୟା ୧୪୭ । ତନ୍ମଧ୍ୟରୁ ୨୨ ଓ ୩୪ ଆସନ ଯଥାକ୍ରମେ ଅନୁସୂଚିତ ଜାତି ବା (S.C) ଓ ଅନୂସୂଚିତ ଜନଜାତି ବା ଆଦିବାସୀ (S.T)ଙ୍କ ପାଇଁ ସଂରକ୍ଷିତ । ଅବଶିଷ୍ଟ ୯୧ଟି ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ।