Jump to content

କର୍ଣ୍ଣପାଳ

ଉଇକିପିଡ଼ିଆ‌ରୁ
୧୦:୪୨, ୭ ମଇ ୨୦୧୩ ବେଳେ Aditya Mahar (ଆଲୋଚନା | ଅବଦାନ) (କର୍ଣ୍ଣପାଳ) ଙ୍କ ଦେଇ ହୋଇଥିବା ସଂସ୍କରଣ
(ଅଦଳ ବଦଳ) ← ପୁରୁଣା ସଂସ୍କରଣ | ନଗଦ ସଂସ୍କରଣ (ଅଦଳ ବଦଳ) | ନୂଆ ସଂସ୍କରଣ → (ଅଦଳ ବଦଳ)
କର୍ଣ୍ଣପାଳ
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାଅନୁଗୋଳ ଜିଲ୍ଲା
ପଞ୍ଚାୟତ ସମିତିକଣିହାଁ
ଗ୍ରାମ ପଞ୍ଚାୟତକର୍ଣ୍ଣପାଳ
ତହସିଲକଣିହାଁ
Time zoneIST (+୫.୩୦)
ଡାକ କୋଡ଼
୭୯୫୧୨୫
Area code+୦୬୭୬୪
ଯାନବାହାନ ପଞ୍ଚୀକରଣOD/19

କର୍ଣ୍ଣପାଳ, ଓଡ଼ିଶାର ଅନୁଗୋଳ ଜିଲ୍ଲାର କଣିହାଁ ବ୍ଲକ ଅନ୍ତର୍ଗତ ଏକ ଗାଆଁ । ଏହି ଗାଆଁଟି ପାଲ ଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।

ଗମନାଗମନ

ଏହା ଜିଲ୍ଲାର ସଦର ମହକୁମା ଅନୁଗୋଳ ଠାରୁ ୪୦ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା

ଏହାର ଅନତି ଦୂରରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଓ ଗୋଟିଏ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଛି।

ସଂସ୍କୃତି

ଏହି ଗାଆଁଠାରୁ ଅଳ୍ପ ଦୂରରେ ଶିବମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ମହା ଶିବରାତ୍ରି ଅନୁଷ୍ଠିତ ହୋଇଥାଏ ।

ଆଧାର