ଗଜାନନ ବେଶ
ଦେଖଣା
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ଶ୍ରୀମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରୁ ସ୍ନାନ ଯାତ୍ରା ଅନ୍ୟତମ । ଏହି ଯାତ୍ରା ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମା ତିଥିରେ ପାଳିତ ହେଇଥାଏ । ସ୍ନାନ ଯାତ୍ରା ଦେବ ସ୍ନାନ ପୂର୍ଣ୍ଣିମା ନାମରେ ମଧ୍ୟ ଲୋକମୂଖରେ ବିଦିତ । ଜ୍ୟେଷ୍ଠ ପୂର୍ଣ୍ଣିମା ତିଥିରେ ଚତୁର୍ଧା ମୂର୍ତ୍ତି ପହଣ୍ଡି ବିଜେରେ ଆନନ୍ଦବଜାରସ୍ଥିତ ସ୍ନାନମଣ୍ଡପ (ବେଦୀ) ଉପରେ ବିରାଜମନ କରିଥାନ୍ତି । ଏହି ମଣ୍ଡପ ବା ବେଦୀ ଉପରେ ଠାକୁରମାନଙ୍କର ପ୍ରସିଦ୍ଧ ଗଜାନନ ବେଶ ହୋଇଥାଏ ।
ନୀତି
କିମ୍ବଦନ୍ତୀ
ଆଧାର
ବାହାର ତଥ୍ୟ
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |