Jump to content

ବୃନ୍ଦାବାହାଲ

ଉଇକିପିଡ଼ିଆ‌ରୁ
୧୬:୦୦, ୭ ସେପ୍ଟେମ୍ବର ୨୦୧୩ ବେଳେ Aditya Mahar (ଆଲୋଚନା | ଅବଦାନ) (ବୃନ୍ଦାବାହାଲ) ଙ୍କ ଦେଇ ହୋଇଥିବା ସଂସ୍କରଣ
(ଅଦଳ ବଦଳ) ← ପୁରୁଣା ସଂସ୍କରଣ | ନଗଦ ସଂସ୍କରଣ (ଅଦଳ ବଦଳ) | ନୂଆ ସଂସ୍କରଣ → (ଅଦଳ ବଦଳ)
ବୃନ୍ଦାବାହାଲ
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାକଳାହାଣ୍ଡି ଜିଲ୍ଲା
ପଞ୍ଚାୟତ ସମିତିଗୋଲାମୁଣ୍ଡା
ଗ୍ରାମ ପଞ୍ଚାୟତବୃନ୍ଦାବାହାଲ
ତହସିଲଗୋଲାମୁଣ୍ଡା
Time zoneIST (+୫.୩୦)
ଡାକ କୋଡ଼
୭୬୬୦୧୫[]
Area code୦୬୬୭୨
ଯାନବାହାନ ପଞ୍ଚୀକରଣOD-08

ବୃନ୍ଦାବାହାଲ, ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଏକ ଗାଆଁ । ଏହି ଗାଆଁଟି କଳାହାଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।

ଗମନାଗମନ

ଏହା ଜିଲ୍ଲାର ସଦର ମହକୁମା ଭବାନିପାଟଣା ଠାରୁ ୪୦ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା

ଏହାର ଅନତି ଦୂରରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଓ ଗୋଟିଏ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଛି।

ସଂସ୍କୃତି

ଏହି ଗାଆଁଠାରୁ ଅଳ୍ପ ଦୂରରେ ଶିବ ମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ମହା ଶିବରାତ୍ରି ଅନୁଷ୍ଠିତ ହୋଇଥାଏ ।

ଆଧାର