Jump to content

ଜାତୀୟ କ୍ରୀଡ଼ା ଦିବସ

ଉଇକିପିଡ଼ିଆ‌ରୁ
୧୧:୨୯, ୨୯ ଅଗଷ୍ଟ ୨୦୧୨ ବେଳେ Aditya Mahar (ଆଲୋଚନା | ଅବଦାନ) (ଜାତୀୟ କ୍ରୀଡ଼ା ଦିବସ) ଙ୍କ ଦେଇ ହୋଇଥିବା ସଂସ୍କରଣ
(ଅଦଳ ବଦଳ) ← ପୁରୁଣା ସଂସ୍କରଣ | ନଗଦ ସଂସ୍କରଣ (ଅଦଳ ବଦଳ) | ନୂଆ ସଂସ୍କରଣ → (ଅଦଳ ବଦଳ)

କିମ୍ବଦନ୍ତୀ ହକି ଖେଳାଳୀ ସ୍ଵର୍ଗତ ମେଜର ଧ୍ୟାନଚାନ୍ଦ ଙ୍କ ଜନ୍ମଦିବସକୁ (ଅଗଷ୍ଟ ୨୯)କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି।୧୯୯୫ ମସିହା ଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯ କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି।ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି।

ଆହୁରି ଦେଖନ୍ତୁ

ଆଧାର