"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧୬ କ ଧାଡ଼ି: ୧୬ କ ଧାଡ଼ି:
'''ପାଲା''' ଏକ ପାରମ୍ପାରିକ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।
'''ପାଲା''' ଏକ ପାରମ୍ପାରିକ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।

==ଇତିହାସ==
== ଇତିହାସ ==
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । [[ଓଡ଼ିଶା]]ର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ [[ଓଡ଼ିଶା]]ରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।

==ବିଶେଷତା==
== ବିଶେଷତା ==
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।

==ଆଧାର==
== ଆଧାର ==
{{ଆଧାର}}
{{ଆଧାର}}

୨୮ କ ଧାଡ଼ି: ୨୮ କ ଧାଡ଼ି:
{{ଓଡ଼ିଶା ପ୍ରସଙ୍ଗ}}
{{ଓଡ଼ିଶା ପ୍ରସଙ୍ଗ}}

[[ବିଭାଗ:ଓଡ଼ିଆର ଲୋକନାଟ]]
[[ଶ୍ରେଣୀ:ଓଡ଼ିଆର ଲୋକନାଟ]]
[[ବିଭାଗ:ଲୋକନାଟ]]
[[ଶ୍ରେଣୀ:ଲୋକନାଟ]]
[[ବିଭାଗ:ନୃତ୍ୟ]]
[[ଶ୍ରେଣୀ:ନୃତ୍ୟ]]

୦୯:୧୨, ୮ ଫେବୃଆରୀ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ପାଲା
ମାଧ୍ୟମଗୀତ-ନାଟ
ସଂସ୍କୃତିଓଡ଼ିଆ ଚଳଣି
ସୃଷ୍ଟିଓଡ଼ିଶା
 ଭାରତ
ଗୀତ-ସଙ୍ଗୀତପାଲା ସଙ୍ଗୀତ
କଳାକାର୬ ଜଣ
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ

ପାଲା ଏକ ପାରମ୍ପାରିକ ଓ ବିଦଗ୍ଧ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।

ଇତିହାସ

ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । ଓଡ଼ିଶାର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।

ବିଶେଷତା

ପାଲା ହିନ୍ଦୁ ଓ ମୁସଲମାନ ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।

ଆଧାର