"ମେରୀ କ୍ୟୁରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
202.54.176.14 (ଆଲୋଚନା) ଙ୍କ ଦେଇ କରାଯାଇଥିବା 121202 ସଙ୍କଳନଟି ପଛକୁ ଫେରାଇନିଆଗଲା
ଟିକେ (202.54.176.14 (ଆଲୋଚନା) ଙ୍କ ଦେଇ କରାଯାଇଥିବା 121202 ସଙ୍କଳନଟି ପଛକୁ ଫେରାଇନିଆଗଲା)
{{ମୁଣ୍ଡିଆ}}
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ପ୍ରସିଦ୍ଧ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି । [[ଫାଇଲ:Marie Curie c1920.png|thumb|ପାଖାପାଖି ୧୯୨୦ରେ ମେରୀ କ୍ୟୁରି]]
ସେ ପ୍ୟାରିସ୍ ବିଶ୍ଵବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ ।
ମେରୀ କ୍ୟୁରି ଵାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତି ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ଵାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି ।
==ଆଧାର==
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
{{ଆଧାର}}
ମେରି କୁରି ଙ୍କର ସଫଲତା ରେ
 
[[ଶ୍ରେଣୀ:୧୮୬୭ ଜନ୍ମ]]
[[ଶ୍ରେଣୀ:୧୯୩୪ ମୃତ୍ୟୁ]]
{{ଅଧାଗଢା}}
୨୫,୪୮୬

ଗୋଟି ସମ୍ପାଦନା

ଦିଗବାରେଣି ମେନୁ