"ରଘୁନାଥ ପାଣିଗ୍ରାହୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ପୁରସ୍କାର ଓ ସମ୍ମାନ
ଅଧିକ ତଥ୍ୟ
୧୪ କ ଧାଡ଼ି: ୧୪ କ ଧାଡ଼ି:
}}
}}


'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ବାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ବନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ ।
'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ ।


ଓଡ଼ିଶୀ ନୃତ୍ୟଶିଳ୍ପୀ [[ସଂଯୁକ୍ତା ପାଣିଗ୍ରାହୀ]] ତାଙ୍କ ସ‌ହଧର୍ମିଣୀ ଥିଲେ । ୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।<ref>http://www.orissadiary.com/CurrentNews.asp?id=43489</ref>
ଓଡ଼ିଶୀ ନୃତ୍ୟଶିଳ୍ପୀ [[ସଂଯୁକ୍ତା ପାଣିଗ୍ରାହୀ]] ତାଙ୍କ ସ‌ହଧର୍ମିଣୀ ଥିଲେ । କଳାକ୍ଷେତ୍ର ନୃତ୍ୟ ବିଦ୍ୟାଳୟରେ ରଘୁନାଥ ପ୍ରଥମେ ଓଡିଶୀ ନୃତ୍ୟପ୍ରବୀଣା ସଂଯୁକ୍ତାଙ୍କୁ ଭେଟିଥିଲେ । ୧୯୬୦ ମସିହାରେ ସେ ସଂଯୁକ୍ତାଙ୍କୁ ବିବାହ କରିଥିଲେ । ୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଓଡିଶୀ ପ୍ରଚାର ଓ ପ୍ରସାର ନିମନ୍ତେ ରଘୁନାଥ ଏକ ଟ୍ରଷ୍ଟ ଗଢିଥିଲେ ଯାହାର ନାମ ଥିଲା 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' । ୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।<ref>http://www.orissadiary.com/CurrentNews.asp?id=43489</ref>


==ପୁରସ୍କାର ଓ ସମ୍ମାନ==
==ପୁରସ୍କାର ଓ ସମ୍ମାନ==

୨୩:୩୩, ୨୬ ଅଗଷ୍ଟ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ରଘୁନାଥ ପାଣିଗ୍ରାହୀ
ଜନ୍ମ(1934-08-10)୧୦ ଅଗଷ୍ଟ ୧୯୩୪
ମୃତ୍ୟୁ୨୫ ଅଗଷ୍ଟ ୨୦୧୩(2013-08-25) (ବୟସ ୭୯)
ବୃତ୍ତି(ସମୂହ)ଗାୟକ, ସଂଗୀତକାର
ବୈବାହିକ-ସାଥୀସଂଯୁକ୍ତା ପାଣିଗ୍ରାହୀ

ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣୁପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ ।

ଓଡ଼ିଶୀ ନୃତ୍ୟଶିଳ୍ପୀ ସଂଯୁକ୍ତା ପାଣିଗ୍ରାହୀ ତାଙ୍କ ସ‌ହଧର୍ମିଣୀ ଥିଲେ । କଳାକ୍ଷେତ୍ର ନୃତ୍ୟ ବିଦ୍ୟାଳୟରେ ରଘୁନାଥ ପ୍ରଥମେ ଓଡିଶୀ ନୃତ୍ୟପ୍ରବୀଣା ସଂଯୁକ୍ତାଙ୍କୁ ଭେଟିଥିଲେ । ୧୯୬୦ ମସିହାରେ ସେ ସଂଯୁକ୍ତାଙ୍କୁ ବିବାହ କରିଥିଲେ । ୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଓଡିଶୀ ପ୍ରଚାର ଓ ପ୍ରସାର ନିମନ୍ତେ ରଘୁନାଥ ଏକ ଟ୍ରଷ୍ଟ ଗଢିଥିଲେ ଯାହାର ନାମ ଥିଲା 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' । ୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।[୧]

ପୁରସ୍କାର ଓ ସମ୍ମାନ

  • ଡି ଲିଟ ଉପାଧୀ
    • ରେଭେନ୍ସା ବିଶ୍ବାବିଦ୍ୟାଳୟ-୨୦୧୩
    • ଉତ୍କଳ ବିଶ୍ବବିଦ୍ୟାଳୟ-୨୦୦୯
    • ବ୍ରହ୍ମପୁର ବିଶ୍ବବିଦ୍ୟାଳୟ- ୨୦୦୬
  • ପଦ୍ମଶ୍ରୀ ସମ୍ମାନ, ୨୦୧୦
  • ଜୟଦେବ ସମ୍ମାନ, ୨୦୦୮
  • କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ୧୯୯୯
  • ରାଜ୍ୟପାଳ ସମ୍ମାନ, ୧୯୯୫
  • ସେବା ପୁରସ୍କାର, ୧୯୯୪
  • ରାଜ୍ୟ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ୧୯୯୩
  • ଗ୍ରାଁ ପ୍ରି ପୁରସ୍କାର, ୧୯୮୨
  • ଅଲ ଇଣ୍ଡିଆ କ୍ରିଟିକ୍ସ ପୁରସ୍କାର, ୧୯୭୭
  • କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ୧୯୭୬
  • ଗଣ କଳାନିଧି ସମ୍ମାନ, ୧୯୭୨

ଆଧାର