"ରମଣୀ ରଞ୍ଜନ ଜେନା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଉଦାମ୍ବର ନୁହେଁ → ଉଡ଼ମ୍ବର; ମୋ ଘର ପାଖରେ! :) ଧନ୍ୟବାଦ ଭାଇ ପ୍ରସଙ୍ଗ ପାଇଁ ..
୮ କ ଧାଡ଼ି: ୮ କ ଧାଡ଼ି:
| birth_name =
| birth_name =
| birth_date = {{Birth date and age|df=yes|1941|08|15}}
| birth_date = {{Birth date and age|df=yes|1941|08|15}}
| birth_place = ଉଦାମ୍ବର, [[ବାଲେଶ୍ୱର ଜିଲ୍ଲା|ବାଲେଶ୍ୱର]],[[ଓଡ଼ିଶା]]
| birth_place = ଉଡ଼ମ୍ବର, [[ବାଲେଶ୍ୱର ଜିଲ୍ଲା|ବାଲେଶ୍ୱର]],[[ଓଡ଼ିଶା]]
| death_date =
| death_date =
| death_place =
| death_place =
୨୬ କ ଧାଡ଼ି: ୨୬ କ ଧାଡ଼ି:
| years_active =
| years_active =
| employer =
| employer =
| organization = କମଳା କଳାପୀଠ,ତ୍ରିବେଣୀ କଳା ସଙ୍ଗମ
| organization = କମଳା କଳାପୀଠ, ତ୍ରିବେଣୀ କଳା ସଙ୍ଗମ
| agent =
| agent =
| known_for =
| known_for =
୩୬ କ ଧାଡ଼ି: ୩୬ କ ଧାଡ଼ି:
| spouse =
| spouse =
| children = ରଶ୍ମି ରଞ୍ଜନ ଜେନା(ପୁତ୍ର), ଇତିଶ୍ରୀ ଜେନା(ପୁତ୍ରବଧୂ)
| children = ରଶ୍ମି ରଞ୍ଜନ ଜେନା(ପୁତ୍ର), ଇତିଶ୍ରୀ ଜେନା(ପୁତ୍ରବଧୂ)
| parents = ଘନଶ୍ୟାମ ଜେନା, ସାଧବାଣୀ ଜେନା<ref>ଧରିତ୍ରୀ ୦୯/୦୪/୨୦୧୪ ପୃଷ୍ଠା ୧୧ରେ ପ୍ରକାଶି ଧରିତ୍ରୀ ଆଳାପ</ref>
| parents = ଘନଶ୍ୟାମ ଜେନା, ସାଧବାଣୀ ଜେନା<ref>ଧରିତ୍ରୀ ୦୯/୦୪/୨୦୧୪ ପୃଷ୍ଠା ୧୧ରେ ପ୍ରକାଶିତ ଧରିତ୍ରୀ ଆଳାପ</ref>
| relatives =
| relatives =
| callsign =
| callsign =
୫୦ କ ଧାଡ଼ି: ୫୦ କ ଧାଡ଼ି:
ରମଣୀ ରଞ୍ଜନ ଜେନା ଜଣେ ପ୍ରଖ୍ୟାତ [[ଓଡ଼ିଶୀ]] ନୃତ୍ୟ ଶିଳ୍ପୀ ଏବଂ ନୃତ୍ୟ ଗୁରୁ । <ref name="Massey2014">{{cite book|author=Mr. Reginald Massey|title=India's Dances Their History Technique & Repertoire|url=http://books.google.com/books?id=LxV7AgAAQBAJ&pg=PA273|date=4 January 2014|publisher=Abhinav Publications|pages=273–|id=GGKEY:7HZYQ0H4C22}}</ref>

ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ ବାଲେଶ୍ଵର ଜିଲ୍ଲାର, [[ରେମୁଣା]] ନିକଟସ୍ଥ ଉଦାମ୍ବର ଗ୍ରାମର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପିଲାଟି ଦିନରୁ ନୃତ୍ୟ ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଥିଲା । ନିଜେ ଗଢିଥିବା, ଯାତ୍ରାଦଳରେ ଅଭିନୟ ଆରମ୍ଭ କରି,ସେ କଟକର ଜନତା ରଙ୍ଗମଞ୍ଚରେ ଯୋଗଦାନ କରିଥିଲେ । ୧୧ ବର୍ଷ ବୟସରୁ, ନୃତ୍ୟ ଶିକ୍ଷା ଆରମ୍ଭ କରିଥିବା ରମଣୀ ରଞ୍ଜନ, ଗୁରୁ ଗୟାଧର ପଣ୍ଡା, ରାମସ୍ଵାମୀ, ରାମଗୋପାଳ ମିଶ୍ର, ରଘୁନାଥ ଦତ୍ତ ଓ ମାୟାଧର ରାଉତଙ୍କଠାରୁ ବିଭିନ୍ନ ସମୟରେ ନୃତ୍ୟ ଶିକ୍ଷାଲାଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ଗୁରୁ [[କେଳୁଚରଣ ମହାପାତ୍ର]]ଙ୍କ ସଂସ୍ପର୍ଶରେ ଆସି, କଟକର କଳାବିକାଶ କେନ୍ଦ୍ରରେ ଯୋଗଦାନ କରିଥିଲେ ଏବଂ ଏହିଠାରେ ତାଙ୍କର ଓଡ଼ିଶୀ ନୃତ୍ୟଶିକ୍ଷାର ମୂଳଦୂଆ ପଡିଥିଲା । ଏହି କେନ୍ଦ୍ରରୁ ସେ [[କଥକ]] ନୃତ୍ୟରେ ମଧ୍ୟ ସ୍ନାତକତା ଲାଭକରିଥିଲେ ।
ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ ବାଲେଶ୍ଵର ଜିଲ୍ଲାର, [[ରେମୁଣା]] ନିକଟସ୍ଥ ଉଡ଼ମ୍ବର ଗ୍ରାମର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପିଲାଟି ଦିନରୁ ନୃତ୍ୟ ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଥିଲା । ନିଜେ ଗଢିଥିବା, ଯାତ୍ରାଦଳରେ ଅଭିନୟ ଆରମ୍ଭ କରି,ସେ କଟକର ଜନତା ରଙ୍ଗମଞ୍ଚରେ ଯୋଗଦାନ କରିଥିଲେ । ୧୧ ବର୍ଷ ବୟସରୁ, ନୃତ୍ୟ ଶିକ୍ଷା ଆରମ୍ଭ କରିଥିବା ରମଣୀ ରଞ୍ଜନ, ଗୁରୁ ଗୟାଧର ପଣ୍ଡା, ରାମସ୍ଵାମୀ, ରାମଗୋପାଳ ମିଶ୍ର, ରଘୁନାଥ ଦତ୍ତ ଓ ମାୟାଧର ରାଉତଙ୍କଠାରୁ ବିଭିନ୍ନ ସମୟରେ ନୃତ୍ୟ ଶିକ୍ଷାଲାଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ଗୁରୁ [[କେଳୁଚରଣ ମହାପାତ୍ର]]ଙ୍କ ସଂସ୍ପର୍ଶରେ ଆସି, କଟକର କଳାବିକାଶ କେନ୍ଦ୍ରରେ ଯୋଗଦାନ କରିଥିଲେ ଏବଂ ଏହିଠାରେ ତାଙ୍କର ଓଡ଼ିଶୀ ନୃତ୍ୟଶିକ୍ଷାର ମୂଳଦୂଆ ପଡିଥିଲା । ଏହି କେନ୍ଦ୍ରରୁ ସେ [[କଥକ]] ନୃତ୍ୟରେ ମଧ୍ୟ ସ୍ନାତକତା ଲାଭକରିଥିଲେ ।

ଓଡ଼ିଶୀ ଅଭିନୟରେ ନିପୂଣ, ରମଣୀ ରଞ୍ଜନ ପରବର୍ତ୍ତୀ ସମୟରେ, ଦେଶବିଦେଶର ଓଡ଼ିଶୀ ନୃତ୍ୟ ପରିବେଷଣ କରି, ଏହି କ୍ଷେତ୍ରରେ ଜଣେ ପ୍ରତିଷ୍ଠିତ ଶିଳ୍ପୀର ମର୍ଯ୍ୟଦା ଲାଭକରିଥିଲେ । କଟକର କଳାବିକାଶ କେନ୍ଦ୍ରରେ, ସେ ୬ ବର୍ଷ କାଳ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ୧୯୭୩ ମସିହାରେ ସେ, ରୁକ୍ମିଣୀ ଦେବୀ ଅରୁନ୍ଦଲେ କଳାକ୍ଷେତ୍ରରେ ଓଡ଼ିଶୀ ନୃତ୍ୟଗୁରୁ ଭାବରେ ଯୋଗଦାନ କରିଥିଲେ ଓ ଏଠାରେ ୪ ବର୍ଷ ଶିକ୍ଷାଦାନକରିବା ପରେ, ପୁଣି କଟକ ଫେରିଆସିଥିଲେ । ୧୯୮୩ ମସିହାରେ, କଟକରେ ସେ ନିଜର ନୃତ୍ୟଶିକ୍ଷା ଅନୁଷ୍ଠାନ, ''କମଳା କଳାପୀଠ'' ପ୍ରତିଷ୍ଠା କରିଥିଲେ । ପରବର୍ତ୍ତୀ ସମୟରେ, ସେ [[ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର]]ରେ ମଧ୍ୟ ଶିକ୍ଷାଦାନ କରିଥିଲେ । ୧୯୮୯ ମସିହାରେ, ସେ [[ଦିଲ୍ଲୀ]]ଯାଇ, ପ୍ରଥମେ ସେଠାର ଜଗନ୍ନାଥ ମନ୍ଦିର ଓ ପରେ ତ୍ରିବେଣୀ କଳା ସଙ୍ଗମରେ ଓଡ଼ିଶୀ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ସେ [[ବେଙ୍ଗାଳୁରୁ]]ସ୍ଥିତ ପ୍ରତିମା ବେଦୀଙ୍କ ''ନୃତ୍ୟଗ୍ରାମ''ରେ ମଧ୍ୟ ଶିକ୍ଷାଦାନ କରିଛନ୍ତି ।

== ନୃତ୍ୟ ନିର୍ଦ୍ଦେଶନା ==
== ନୃତ୍ୟ ନିର୍ଦ୍ଦେଶନା ==
'''ନୃତ୍ୟାଭିନୟ'''
===ନୃତ୍ୟାଭିନୟ===
* ପ୍ରେମ ସୂଧାନିଧୀ
* ପ୍ରେମ ସୂଧାନିଧୀ
* ଋତୁସମ୍ହାର
* ଋତୁସମ୍ହାର
୬୧ କ ଧାଡ଼ି: ୬୧ କ ଧାଡ଼ି:
* କଲୁରୀ ବେଣ୍ଟ
* କଲୁରୀ ବେଣ୍ଟ

'''ଓଡ଼ିଆ କଥାଚିତ୍ର'''
===ଓଡ଼ିଆ କଥାଚିତ୍ର===
* [[କନକଲତା]]
* [[କନକଲତା]]
* [[ଅଦିନ ମେଘ]]
* [[ଅଦିନ ମେଘ]]

୧୭:୨୮, ୯ ଅପ୍ରେଲ ୨୦୧୪ ଅନୁସାରେ କରାଯାଇଥିବା ବଦଳ

ରମଣୀ ରଞ୍ଜନ ଜେନା
ଜନ୍ମ (1941-08-15) ୧୫ ଅଗଷ୍ଟ ୧୯୪୧ (ବୟସ ୮୨)
ଜାତୀୟତାଭାରତୀୟ
ଶିକ୍ଷାସ୍ନାତକ(କଥକ ନୃତ୍ୟ)
ବୃତ୍ତିଓଡ଼ିଶୀ ନୃତ୍ୟ ଶିଳ୍ପୀ ଓ ନୃତ୍ୟ ଗୁରୁ
(s)କମଳା କଳାପୀଠ, ତ୍ରିବେଣୀ କଳା ସଙ୍ଗମ
ସନ୍ତାନରଶ୍ମି ରଞ୍ଜନ ଜେନା(ପୁତ୍ର), ଇତିଶ୍ରୀ ଜେନା(ପୁତ୍ରବଧୂ)
ପିତାମାତା(s)ଘନଶ୍ୟାମ ଜେନା, ସାଧବାଣୀ ଜେନା[୧]

ରମଣୀ ରଞ୍ଜନ ଜେନା ଜଣେ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଏବଂ ନୃତ୍ୟ ଗୁରୁ । [୨]

ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ ବାଲେଶ୍ଵର ଜିଲ୍ଲାର, ରେମୁଣା ନିକଟସ୍ଥ ଉଡ଼ମ୍ବର ଗ୍ରାମର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପିଲାଟି ଦିନରୁ ନୃତ୍ୟ ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଥିଲା । ନିଜେ ଗଢିଥିବା, ଯାତ୍ରାଦଳରେ ଅଭିନୟ ଆରମ୍ଭ କରି,ସେ କଟକର ଜନତା ରଙ୍ଗମଞ୍ଚରେ ଯୋଗଦାନ କରିଥିଲେ । ୧୧ ବର୍ଷ ବୟସରୁ, ନୃତ୍ୟ ଶିକ୍ଷା ଆରମ୍ଭ କରିଥିବା ରମଣୀ ରଞ୍ଜନ, ଗୁରୁ ଗୟାଧର ପଣ୍ଡା, ରାମସ୍ଵାମୀ, ରାମଗୋପାଳ ମିଶ୍ର, ରଘୁନାଥ ଦତ୍ତ ଓ ମାୟାଧର ରାଉତଙ୍କଠାରୁ ବିଭିନ୍ନ ସମୟରେ ନୃତ୍ୟ ଶିକ୍ଷାଲାଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ଗୁରୁ କେଳୁଚରଣ ମହାପାତ୍ରଙ୍କ ସଂସ୍ପର୍ଶରେ ଆସି, କଟକର କଳାବିକାଶ କେନ୍ଦ୍ରରେ ଯୋଗଦାନ କରିଥିଲେ ଏବଂ ଏହିଠାରେ ତାଙ୍କର ଓଡ଼ିଶୀ ନୃତ୍ୟଶିକ୍ଷାର ମୂଳଦୂଆ ପଡିଥିଲା । ଏହି କେନ୍ଦ୍ରରୁ ସେ କଥକ ନୃତ୍ୟରେ ମଧ୍ୟ ସ୍ନାତକତା ଲାଭକରିଥିଲେ ।

ଓଡ଼ିଶୀ ଅଭିନୟରେ ନିପୂଣ, ରମଣୀ ରଞ୍ଜନ ପରବର୍ତ୍ତୀ ସମୟରେ, ଦେଶବିଦେଶର ଓଡ଼ିଶୀ ନୃତ୍ୟ ପରିବେଷଣ କରି, ଏହି କ୍ଷେତ୍ରରେ ଜଣେ ପ୍ରତିଷ୍ଠିତ ଶିଳ୍ପୀର ମର୍ଯ୍ୟଦା ଲାଭକରିଥିଲେ । କଟକର କଳାବିକାଶ କେନ୍ଦ୍ରରେ, ସେ ୬ ବର୍ଷ କାଳ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ୧୯୭୩ ମସିହାରେ ସେ, ରୁକ୍ମିଣୀ ଦେବୀ ଅରୁନ୍ଦଲେ କଳାକ୍ଷେତ୍ରରେ ଓଡ଼ିଶୀ ନୃତ୍ୟଗୁରୁ ଭାବରେ ଯୋଗଦାନ କରିଥିଲେ ଓ ଏଠାରେ ୪ ବର୍ଷ ଶିକ୍ଷାଦାନକରିବା ପରେ, ପୁଣି କଟକ ଫେରିଆସିଥିଲେ । ୧୯୮୩ ମସିହାରେ, କଟକରେ ସେ ନିଜର ନୃତ୍ୟଶିକ୍ଷା ଅନୁଷ୍ଠାନ, କମଳା କଳାପୀଠ ପ୍ରତିଷ୍ଠା କରିଥିଲେ । ପରବର୍ତ୍ତୀ ସମୟରେ, ସେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ମଧ୍ୟ ଶିକ୍ଷାଦାନ କରିଥିଲେ । ୧୯୮୯ ମସିହାରେ, ସେ ଦିଲ୍ଲୀଯାଇ, ପ୍ରଥମେ ସେଠାର ଜଗନ୍ନାଥ ମନ୍ଦିର ଓ ପରେ ତ୍ରିବେଣୀ କଳା ସଙ୍ଗମରେ ଓଡ଼ିଶୀ ନୃତ୍ୟ ଶିକ୍ଷା ପ୍ରଦାନ କରିଥିଲେ । ସେ ବେଙ୍ଗାଳୁରୁସ୍ଥିତ ପ୍ରତିମା ବେଦୀଙ୍କ ନୃତ୍ୟଗ୍ରାମରେ ମଧ୍ୟ ଶିକ୍ଷାଦାନ କରିଛନ୍ତି ।

ନୃତ୍ୟ ନିର୍ଦ୍ଦେଶନା

ନୃତ୍ୟାଭିନୟ

  • ପ୍ରେମ ସୂଧାନିଧୀ
  • ଋତୁସମ୍ହାର
  • ଋତୁରାଜ
  • କଲୁରୀ ବେଣ୍ଟ

ଓଡ଼ିଆ କଥାଚିତ୍ର

ସମ୍ମାନ ଓ ପୁରସ୍କାର

  • ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର - ୧୯୮୫-୮୬[୩]
  • କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର - ୨୦୦୮[୪]
  • ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ - ୨୦୦୮[୫]
  • ଓଡିଶା ସାହିତ୍ୟ ଏକାଡେମୀ ସମ୍ମାନ - ୨୦୦୯[୬]

ଆଧାର

  1. ଧରିତ୍ରୀ ୦୯/୦୪/୨୦୧୪ ପୃଷ୍ଠା ୧୧ରେ ପ୍ରକାଶିତ ଧରିତ୍ରୀ ଆଳାପ
  2. Mr. Reginald Massey (4 January 2014). India's Dances Their History Technique & Repertoire. Abhinav Publications. pp. 273–. GGKEY:7HZYQ0H4C22.
  3. http://orissa.gov.in/e-magazine/orissaannualreference/ORA-2011/pdf/104-108.pdf
  4. http://sangeetnatak.gov.in/sna/sna-awards2008/ramani-ranjan-jena.htm
  5. http://www.thehindu.com/todays-paper/tp-national/tp-otherstates/kelucharan-mohapatra-awards-announced/article1330139.ece
  6. http://www.srjan.com/moreaward.aspx?awardid=34&events=4