"ହରିହର ମହାପାତ୍ର (ଅଭିନେତା)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ହରିହର ମହାପାତ୍ର ଆରମ୍ଭ କରାଗଲା
(କିଛି ବଦଳିନାହିଁ)

୧୩:୩୨, ୨୫ ଜୁନ ୨୦୧୪ ଅନୁସାରେ କରାଯାଇଥିବା ବଦଳ

ହରିହର ମହାପାତ୍ର
Born (1975-12-23) ୨୩ ଡିସେମ୍ବର ୧୯୭୫ (ବୟସ ୪୮)
Nationality ଭାରତୀୟ
Alma materଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ
Known forଅଭିନେତା

ହରିହର ମହାପାତ୍ର, ଜଣେ ଜଣାଶୁଣା ଓଡ଼ିଆ ଅଭିନେତା ।[୧] ବ୍ୟଙ୍ଗ ଅଭିନୟ ପାଇଁ ସେ ବିଶେଷ ଭାବରେ ପରିଚିତ । ଚଳଚିତ୍ର ବ୍ୟତିତ ରଙ୍ଗମଞ୍ଚ ଓ ଦୂରଦର୍ଶନରେ ମଧ୍ୟ ସେ ଅଭିନୟ ଓ ନିର୍ଦ୍ଦେଶନା କରନ୍ତି ।

ହରିହର ମହାପାତ୍ର, ୧୯୭୫ ମସିହା ଡିସେମ୍ବର ମାସ ୨୩ ତାରିଖରେ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଭଗବାନ ମହାପାତ୍ର ଓ ମାତାଙ୍କ ନାମ ପାର୍ବତୀ ମହାପାତ୍ର ଅଟେ । ପିଲାଦିନରୁ ତାଙ୍କର ନାଟକ ଓ ଅଭିନୟ ପ୍ରତି ଦୂର୍ବଳତା ରହିଥିଲା । ସେ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ, ଅଭିନୟ ବିଷୟରେ ଶିକ୍ଷାଗ୍ରହଣ କରିଛନ୍ତି । ୧୯୯୦ ମସିହାରୁ, ସେ ଅଭିନୟକୁ ନିଜର ପେଷାଭାବରେ ଗ୍ରହଣ କରିଛନ୍ତି ।[୨]

ଆଧାର

  1. http://www.newindianexpress.com/states/odisha/Film-fiesta-this-Raja/2013/05/24/article1603024.ece?service=print
  2. ଧରିତ୍ରୀ ୨୫/୦୬/୨୦୧୪ରେ ପ୍ରକାଶିତ ଧରିତ୍ରୀ ଆଳାପ

ବାହାର ଆଧାର