"କାର୍ତ୍ତିକେୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ Bot: Migrating 33 interwiki links, now provided by Wikidata on d:q380817 (translate me)
ଟିକେ ୤ > ।
୧୨ କ ଧାଡ଼ି: ୧୨ କ ଧାଡ଼ି:
| Mantra =
| Mantra =
| Weapon = <!--[[Bow (weapon)|Bow]], [[Vel]]-->
| Weapon = <!--[[Bow (weapon)|Bow]], [[Vel]]-->
| Consort = <!--[[Valli]] and [[Deivayanai]]-->
| Consort = ଦେବସେନା ଓ ବଲ୍ଲୀ
| Mount = [[ମୟୂର]]
| Mount = [[ମୟୂର]]
}}
}}
ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ଵାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି [[ଅଗ୍ନି]]ଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ

== ପୌରାଣିକ ==
== ପୌରାଣିକ ==
ପୁରାଣମତେ [[ମହାଦେବ]] ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ [[ମହାଦେବ]]ଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା [[ଅଗ୍ନି]]ଙ୍କ ଉପରେ ପତିତ ହେଲା ଅଗ୍ନି ତାହା ସମ୍ଭାଳି ନ ପାରି ସ୍ଵର୍ଗଗଙ୍ଗାରେ ପକାଇଲେ ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ ଏହାଙ୍କ ବାହାନ ମୟୂର ଏ ଶରଦ୍ଵାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ

== ବାହାନ ==
== ବାହନ ==
କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର।ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବାଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ,ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ।ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହାନ।
କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର । ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବାଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ, ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ । ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହନ ।
ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ ,ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା।ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ,ମୟୁର ଏକ ଅସୁର।ସେ ସ୍କନ୍ଦ ବା ସୁବ୍ରହ୍ମଣ୍ୟ ବା କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା।ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ,ମୃତ୍ୟୁ ପରେ ମୟୂର ବିଶ୍ଵ ନାମକ ଏକ ରାଜା ରୂପେ ପୁନର୍ଜନ୍ମ ଗ୍ରହଣ କରିଥିଲା।
ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ, ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା । ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ, ମୟୂର ଏକ ଅସୁର ସେ କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା । ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ, ମୃତ୍ୟୁ ପରେ ମୟୂର ବିଶ୍ଵ ନାମକ ଏକ ରାଜା ରୂପେ ପୁନର୍ଜନ୍ମ ଗ୍ରହଣ କରିଥିଲା ।
== ଆଧାର ==
== ଆଧାର ==
{{ଆଧାର}}
{{ଆଧାର}}
== ଅଧିକ ତଥ୍ୟ ==
== ଅଧିକ ତଥ୍ୟ ==
{{commons category|Murugan}}
{{commons category|Murugan|କାର୍ତ୍ତିକେୟ}}
* [http://www.dharitri.com/epaper/040914/p6.htm କାର୍ତ୍ତିକେୟଙ୍କ ଜନ୍ମ ରହସ୍ୟ, ଧରିତ୍ରୀ]
* [http://www.pttemple.com/ Registered Trustees Nattukottai Chettiars' Temple, Penang, Malaysia]
* [http://www.sydneymurugan.org.au/murugan/
* [http://www.perthmurugan.org.au/ Perth Bala Murugan Temple in Mandogalup, Western Australia, Australia]
* http://www.palanitemples.com/ Lord Muruga Portal
* [http://www.murugan.org/ Murugan Bhakti Website]
* [http://www.murugan.org/ Murugan Bhakti Website]
* [http://www.a1tamilnadu.com/murugan_mp3_songs.asp Murugan Devotional Songs]
* [http://www.payyanur.com/subrahmanya.htm Subrahmanya Swami Temple of Payyanur]
* [http://www.payyanur.com/subrahmanya.htm Subrahmanya Swami Temple of Payyanur]
* http://www.highgatehillmurugan.org/
* http://www.highgatehillmurugan.org/
* http://www.leicestersrimurugantemple.org.uk/ Leicester Sri Siva Murugan Temple Official Website
* [http://www.dlshq.org/download/shanmukha.htm Swami Sivananda's book on Lord Kartikeya; also available on PDF.]
* [http://www.dlshq.org/download/shanmukha.htm Swami Sivananda's book on Lord Kartikeya; also available on PDF.]
* [http://www.kataragama.org/ Skanda worship in Katirkamam, Sri Lanka]
* [http://www.kaumaram.com/contents.html Kaumaram Murugan Info]
* [http://www.youtube.com/user/Murugabhaktan YouTube video lectures praising Lord Muruga and explaining Kandhar Anubudhi by the "YouTube Pugal Muruga Bhaktan"]
* [http://www.youtube.com/view_play_list?p=59D259AF1022AE03 Murugan devotional video songs - YouTube Playlist]
* [http://www.montrealmurugan.org/ Murugan Temple in D.D.O., Montreal, Canada]
* [http://www.lordmurugantemples.com/ Lord Murugan Temples in Tamil Nadu, India ]
* [http://www.kartikswami.com/ Kartik Swami, Rudraprayag Uttarakhand ]
* [http://www.inuvilkanthan.com/ Inuvil Kanthan Temple,Jaffna Srilanka]

{{ହିନ୍ଦୁ ଦେବୀ ଦେବତା ଓ ଗ୍ରନ୍ଥ}}
{{ହିନ୍ଦୁ ଦେବୀ ଦେବତା ଓ ଗ୍ରନ୍ଥ}}
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->

[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଦେବତା]]
[[ଶ୍ରେଣୀ:ହିନ୍ଦୁ ଦେବତା]]
{{ମୁଣ୍ଡିଆ}}

୧୪:୧୨, ୪ ସେପ୍ଟେମ୍ବର ୨୦୧୪ ଅନୁସାରେ କରାଯାଇଥିବା ବଦଳ

କାର୍ତ୍ତିକେୟ
ରାଜା ରବି ବର୍ମାଙ୍କ ଅଙ୍କିତ କାର୍ତ୍ତିକେୟ
ଯୁଦ୍ଧ ଓ ବିଜୟର ଦେବତା
ଉପାଧିଦେବତା
ସାଥିଦେବସେନା ଓ ବଲ୍ଲୀ
ବାହନମୟୂର

ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ଵାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି ଅଗ୍ନିଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ ।

ପୌରାଣିକ

ପୁରାଣମତେ ମହାଦେବ ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ । ମହାଦେବଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା ଅଗ୍ନିଙ୍କ ଉପରେ ପତିତ ହେଲା । ଅଗ୍ନି ତାହା ସମ୍ଭାଳି ନ ପାରି ସ୍ଵର୍ଗଗଙ୍ଗାରେ ପକାଇଲେ । ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ । ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ । କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ । ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ । ଏହାଙ୍କ ବାହାନ ମୟୂର । ଏ ଶରଦ୍ଵାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ । ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ ।

ବାହନ

କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର । ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବାଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ, ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ । ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହନ । ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ, ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା । ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ, ମୟୂର ଏକ ଅସୁର । ସେ କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା । ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ, ମୃତ୍ୟୁ ପରେ ମୟୂର ବିଶ୍ଵ ନାମକ ଏକ ରାଜା ରୂପେ ପୁନର୍ଜନ୍ମ ଗ୍ରହଣ କରିଥିଲା ।

ଆଧାର

ଅଧିକ ତଥ୍ୟ