"ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ added Category:ଓଡ଼ିଶାର ରାଜ୍ୟପାଳ using HotCat |
ଟିକେ clean up, replaced: ମାନଙ୍କ → ମାନଙ୍କ (3), ଅଳ୍ପସଂଖ୍ୟକମାନଙ୍କ → ଅଳ୍ପସଂଖ୍ୟକଙ୍କ using AWB |
||
୧୦ କ ଧାଡ଼ି: | ୧୦ କ ଧାଡ଼ି: | ||
| death_date = |
| death_date = |
||
| death_place = |
| death_place = |
||
| office = [[ଓଡ଼ିଶାର |
| office = [[ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା|ରାଜ୍ୟପାଳ, ଓଡ଼ିଶା]] |
||
| constituency = |
| constituency = |
||
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩ |
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩ |
||
୩୩ କ ଧାଡ଼ି: | ୩୩ କ ଧାଡ଼ି: | ||
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, [[ଓଡ଼ିଶା|ଓଡ଼ିଶାର]] ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । <ref>http://www.thehindu.com/todays-paper/tp-national/tp-otherstates/bhandare-accorded-ceremonial-farewell/article4521098.ece</ref> ସେ, [[ଭାରତୀୟ ଜାତୀୟ କଂଗ୍ରେସ]] ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ [[ସୁପ୍ରିମ କୋର୍ଟ]]ରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି । |
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, [[ଓଡ଼ିଶା|ଓଡ଼ିଶାର]] ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । <ref>http://www.thehindu.com/todays-paper/tp-national/tp-otherstates/bhandare-accorded-ceremonial-farewell/article4521098.ece</ref> ସେ, [[ଭାରତୀୟ ଜାତୀୟ କଂଗ୍ରେସ]] ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ [[ସୁପ୍ରିମ କୋର୍ଟ]]ରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି । |
||
ଭଣ୍ଡାରେ, ଜାତିସଂଘର |
ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ [[ୟୁନେସ୍କୋ]]ର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।<ref>http://www.orissadiary.com/Shownews.asp?id=4056</ref> |
||
== ସମାଜ ସେବା == |
== ସମାଜ ସେବା == |
||
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ |
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref> |
||
ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref> |
ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref> |
୧୮:୫୦, ୨୪ ଅଗଷ୍ଟ ୨୦୧୫ ଅନୁସାରେ କରାଯାଇଥିବା ବଦଳ
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ | |
---|---|
ରାଜ୍ୟପାଳ, ଓଡ଼ିଶା | |
କାର୍ଯ୍ୟକାଳ ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩ | |
ପୂର୍ବ ଅଧିକାରୀ | ରାମେଶ୍ଵର ଠାକୁର |
ପର ଅଧିକାରୀ | ଏସ. ସି. ଜମିର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମୁମ୍ବାଇ | ୧୦ ଡିସେମ୍ବର ୧୯୨୮
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ଚନ୍ଦ୍ରକାନ୍ତ ଲକ୍ଷ୍ମୀକାନ୍ତ ଭଣ୍ଡାରେ ସୁନନ୍ଦା ଭଣ୍ଡାରେ |
ଶିକ୍ଷା | ସ୍ନାତକ (ବିଜ୍ଞାନ), ସ୍ନାତକ (ଆଇନ) |
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ(ଜନ୍ମ ଡିସେମ୍ବର ୧୦, ୧୯୨୮ ମୁମ୍ବାଇ ରେ) ଜଣେ ଭାରତୀୟ ରାଜନେତା । [୧]
ରାଜନୈତିକ ଜୀବନ
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । [୨] ସେ, ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ ସୁପ୍ରିମ କୋର୍ଟରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।
ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ ୟୁନେସ୍କୋର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।[୩]
ସମାଜ ସେବା
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।[୪]
ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।[୫]
ଗାଲେରୀ
-
କ୍ୟାପିଟାଲ ହାଇସ୍କୁଲର ହୀରକ ଜୟନ୍ତୀ ଅବସରରେ ଏକ ସଭାରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
-
କ୍ୟାପିଟାଲ ହାଇସ୍କୁଲର ହୀରକ ଜୟନ୍ତୀ ସ୍ମରଣୀକା ଉନ୍ମୋଚନ ଅବସରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ
ଆଧାର
- ↑ http://www.in.com/murlidhar-chandrakant-bhandare/biography-203367.html
- ↑ http://www.thehindu.com/todays-paper/tp-national/tp-otherstates/bhandare-accorded-ceremonial-farewell/article4521098.ece
- ↑ http://www.orissadiary.com/Shownews.asp?id=4056
- ↑ http://www.ouat.ac.in/Home/governer%20biodata.htm
- ↑ http://www.indianetzone.com/8/murlidhar_chandrakant_bhandare.htm