"ଗରୁଡ଼" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
testing article count after updating deadendpages |
Aditya Mahar (ଆଲୋଚନା | ଅବଦାନ) ତଥ୍ୟପେଟି, ସଜାଣି |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{ଛୋଟ|Garuda}} |
|||
ଗରୁଡ |
|||
{{Infobox deity<!--Wikipedia:WikiProject Hindu mythology--> |
|||
| type = ହିନ୍ଦୁ |
|||
| Image = Garuda_by_Hyougushi_in_Delhi.jpg |
|||
| Name = ଗରୁଡ଼ |
|||
| Caption = ଗରୁଡ଼, ଭଗବାନ ବିଷ୍ଣୁଙ୍କର ବାହାନ |
|||
| Devanagari = गरुड |
|||
| Sanskrit_Transliteration = {{IAST|Garuḍa}} |
|||
| Affiliation = Eagle |
|||
| God_of = |
|||
| Abode = [[ବୈକୁଣ୍ଠ]], [[କ୍ଷୀରସାଗର]] |
|||
| Mantra = |
|||
| Weapon = |
|||
| [[Sibling]](s) = [[ଅରୁଣ]] |
|||
| Consort = |
|||
}} |
|||
'''ଗରୁଡ''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । [[ହିନ୍ଦୁ]] ଓ ବୌଦ୍ଧ |
'''ଗରୁଡ''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । [[ହିନ୍ଦୁ]] ଓ [[ବୌଦ୍ଧ ଧର୍ମ]]ଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ [[ବିଷ୍ଣୁ]]ଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା [[ନାଗ]] ସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ '''ପକ୍ଷୀରାଜ''' ବୋଲି ଆଖ୍ୟା ଦେଇଥିଲେ ।<ref name="ଗରୁଡ ପୁରାଣ">{{cite web|title=ଗରୁଡ ପୁରାଣ|url=http://sacred-texts.com/hin/gpu/index.htm|publisher=S.V. Subrahmanyam|accessdate=5 September 2015}}</ref> |
||
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ |
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ [[ପୁରାଣ]] ଇତ୍ୟଦିରେ ଗରୁଡକୁ ଏକ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣନା କରାଯାଇଛି । <ref name=Garuda>{{cite web|title=ଗରୁଡ|url=http://hindunet.org/god/animal_deities/garuda/|publisher=The Hindu Universe|accessdate=5 September 2015}}</ref> |
||
ହିନ୍ଦୁ ଧର୍ମଗ୍ରନ୍ଥ |
ହିନ୍ଦୁ ଧର୍ମଗ୍ରନ୍ଥ [[ମହାଭାରତ]]ରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣନା ଅନୁଯାୟୀ '''କାଶ୍ୟପ''' ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣନା କରାଯାଇଛି । '''ପ୍ରଜାପତି ଦକ୍ଷଙ୍କ''' ଦୁଇ କନ୍ୟା '''ବିନତା''' ଏବଂ '''କଦରୁ'''ଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ଵରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ଵରୁପ ଏକ ବିରଳ ଶିଶୁ ଥିଲା, ଏବଂ ଯାହାକୁ ଗରୁଡ ଗରୁଡ ନାମରେ ନାମକରଣ କରାଯାଇଥିଲା ।<ref name="Garuda story">{{cite web|title=ଗରୁଡ କାହାଣୀ|url=https://www.youtube.com/watch?v=TdXp7vzgyrg|publisher=Youtube|accessdate=5 September 2015}}</ref> |
||
ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ |
ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ [[କୃଷ୍ଣ|ଶ୍ରୀକୃଷ୍ଣ]] ନିଜର [[ନନ୍ଦିଘୋଷ]] ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । [[ପୁରୀ]] [[ରଥ ଯାତ୍ରା]] ସମୟରେ [[ଜଗନ୍ନାଥ]]ଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ । |
||
ବୌଦ୍ଧଧର୍ମ ଗ୍ରନ୍ଥରେ ଗରୁଡଙ୍କୁ କେତେକ ବିଶିଷ୍ଟ ରାଜ୍ୟର ରାଜା ଓ ତାନ୍ତ୍ରୀକ ଶକ୍ତି ବିଶିଷ୍ଟ ଇଚ୍ଛାଧାରୀ ପୁରୁଷ ରୂପେ ମଧ୍ୟ ବର୍ଣନା କରାଯାଇଛି । ବୌଦ୍ଧ ଧର୍ମଗ୍ରନ୍ଥରେ ଯେଉଁ ଚାରିପ୍ରକାର ଗରୁଡ ରାଜାଙ୍କ ବିଷୟରେ ବର୍ଣନା କରାଯାଇଛି ସେମାନେ ହେଲେ:- ମହା ଶକ୍ତିଶାଳୀ ଗରୁଡ ରାଜା, ବିଶାଳକାୟ ଗରୁଡ ରାଜା, ଇଚ୍ଛାପୂର୍ତ୍ତି ଗରୁଡ ରାଜା ଓ ସ୍ଵ-ଇଚ୍ଛାଧାରୀ ଗରୁଡ ରାଜା ଇତ୍ୟାଦି । |
ବୌଦ୍ଧଧର୍ମ ଗ୍ରନ୍ଥରେ ଗରୁଡଙ୍କୁ କେତେକ ବିଶିଷ୍ଟ ରାଜ୍ୟର ରାଜା ଓ ତାନ୍ତ୍ରୀକ ଶକ୍ତି ବିଶିଷ୍ଟ ଇଚ୍ଛାଧାରୀ ପୁରୁଷ ରୂପେ ମଧ୍ୟ ବର୍ଣନା କରାଯାଇଛି । ବୌଦ୍ଧ ଧର୍ମଗ୍ରନ୍ଥରେ ଯେଉଁ ଚାରିପ୍ରକାର ଗରୁଡ ରାଜାଙ୍କ ବିଷୟରେ ବର୍ଣନା କରାଯାଇଛି ସେମାନେ ହେଲେ:- ମହା ଶକ୍ତିଶାଳୀ ଗରୁଡ ରାଜା, ବିଶାଳକାୟ ଗରୁଡ ରାଜା, ଇଚ୍ଛାପୂର୍ତ୍ତି ଗରୁଡ ରାଜା ଓ ସ୍ଵ-ଇଚ୍ଛାଧାରୀ ଗରୁଡ ରାଜା ଇତ୍ୟାଦି । |
||
୧୩ କ ଧାଡ଼ି: | ୨୮ କ ଧାଡ଼ି: | ||
''ଗରୁଡ ଚିହ୍ନ''- ଆଧୁନିକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି । ଯେପରିକି:- |
''ଗରୁଡ ଚିହ୍ନ''- ଆଧୁନିକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି । ଯେପରିକି:- |
||
* ଥାଇଲ୍ୟାଣ୍ଡ ଓ |
* [[ଥାଇଲ୍ୟାଣ୍ଡ]] ଓ [[ଇଣ୍ଡୋନେସିଆ]]ର ଜାତୀୟ ସରକାରୀ ପ୍ରତୀକ । |
||
* ଇଣ୍ଡୋନେସିଆର ଜାତୀୟ ବିମାନକୁ ''ଗରୁଡ ଇଣ୍ଡୋନେସିଆ'' ନାମରେ ନାମିତ କରାଯାଇଛି ।<ref name="Garuda Indonesia">{{cite web|title=ଗରୁଡ ଇଣ୍ଡୋନେସିଆ|url=https://www.garuda-indonesia.com/other-countries/en/index.page|publisher=Garuda Indonesia (Persero)|accessdate=5 September 2015}}</ref> |
* ଇଣ୍ଡୋନେସିଆର ଜାତୀୟ ବିମାନକୁ ''ଗରୁଡ ଇଣ୍ଡୋନେସିଆ'' ନାମରେ ନାମିତ କରାଯାଇଛି ।<ref name="Garuda Indonesia">{{cite web|title=ଗରୁଡ ଇଣ୍ଡୋନେସିଆ|url=https://www.garuda-indonesia.com/other-countries/en/index.page|publisher=Garuda Indonesia (Persero)|accessdate=5 September 2015}}</ref> |
||
* ଇଣ୍ଡୋନେସିଆର ଜାତୀୟ ଫୁଟବଲ୍ ଦଳର ଚିହ୍ନ ହେଉଛି ଗରୁଡ ଚିହ୍ନ । |
* ଇଣ୍ଡୋନେସିଆର ଜାତୀୟ ଫୁଟବଲ୍ ଦଳର ଚିହ୍ନ ହେଉଛି ଗରୁଡ ଚିହ୍ନ । |
||
* ବାର୍ଲି ଓ |
* [[ବାର୍ଲି]] ଓ [[ଜାଭା]]ରେ ଗରୁଡକୁ ସେମାନଙ୍କ ସାଂସ୍କୃତିକ ପ୍ରତୀକ ଭବେ ବ୍ୟବହାର କରାଯାଏ । |
||
* ମଧ୍ୟ ଯୁଗର ହୋୟଂସାଳ ରାଜାଙ୍କ ଅଙ୍ଗରକ୍ଷୀଙ୍କୁ ଗରୁଡ ବୋଲି କୁହାଯାଉଥିଲା । |
* ମଧ୍ୟ ଯୁଗର ହୋୟଂସାଳ ରାଜାଙ୍କ ଅଙ୍ଗରକ୍ଷୀଙ୍କୁ ଗରୁଡ ବୋଲି କୁହାଯାଉଥିଲା । |
||
* ଭାରତୀୟ ଆକଶ ବାହିନୀର ଗୋଟିଏ ସ୍ଵତନ୍ତ୍ର ବାହିନୀକୁ ''ଗରୁଡ କମଣ୍ଡୋ ଫୋର୍ସ୍'' ନାମରେ ନାମିତ କରାଯାଇଛି, ଯାହ ୨୦୦୪ ମସିହାରେ ଗଠନ କରଯାଇଥିଲା ।<ref name="Garuda Commando Force">{{cite web|title=ଗରୁଡ କମଣ୍ଡୋ ଫୋର୍ସ୍|url=http://www.bharat-rakshak.com/IAF/Today/Unit-Articles/333-Garuds.html|publisher=Bharat Rakshak|accessdate=5 September 2015}}</ref> |
* ଭାରତୀୟ ଆକଶ ବାହିନୀର ଗୋଟିଏ ସ୍ଵତନ୍ତ୍ର ବାହିନୀକୁ ''ଗରୁଡ କମଣ୍ଡୋ ଫୋର୍ସ୍'' ନାମରେ ନାମିତ କରାଯାଇଛି, ଯାହ ୨୦୦୪ ମସିହାରେ ଗଠନ କରଯାଇଥିଲା ।<ref name="Garuda Commando Force">{{cite web|title=ଗରୁଡ କମଣ୍ଡୋ ଫୋର୍ସ୍|url=http://www.bharat-rakshak.com/IAF/Today/Unit-Articles/333-Garuds.html|publisher=Bharat Rakshak|accessdate=5 September 2015}}</ref> |
||
==ଆଧାର== |
==ଆଧାର== |
||
{{ଆଧାର}} |
|||
==ବାହାର ତଥ୍ୟ== |
|||
{{commons category}} |
|||
* [https://archive.org/details/garuapurasroddh00subrgoog The Garuḍa Purana (Sâroddhâra), by Ernest Wood and S.V.Subramanyam, 1918 (Online, downloadable PDF)] [[archive.org]] |
|||
* [http://www.sacred-texts.com/hin/gpu/index.htm The Garuda Purana (Wood and Subrahmanyam translation, 1911)] at [[sacred-texts.com]] |
|||
* [http://veda.harekrsna.cz/encyclopedia/garuda-purana.htm Garuda Purana] |
|||
{{ହିନ୍ଦୁ ଧର୍ମ}} |
|||
{{ଅଧାଗଢା}} |
୧୮:୨୨, ୨ ଜାନୁଆରୀ ୨୦୧୬ ଅନୁସାରେ କରାଯାଇଥିବା ବଦଳ
ଗରୁଡ଼ | |
---|---|
Devanagari | गरुड |
Sanskrit Transliteration | Garuḍa |
Affiliation | Eagle |
ଲୋକ | ବୈକୁଣ୍ଠ, କ୍ଷୀରସାଗର |
ଗରୁଡ ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗ ସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ ପକ୍ଷୀରାଜ ବୋଲି ଆଖ୍ୟା ଦେଇଥିଲେ ।[୧]
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣନା କରାଯାଇଛି । [୨]
ହିନ୍ଦୁ ଧର୍ମଗ୍ରନ୍ଥ ମହାଭାରତରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣନା ଅନୁଯାୟୀ କାଶ୍ୟପ ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣନା କରାଯାଇଛି । ପ୍ରଜାପତି ଦକ୍ଷଙ୍କ ଦୁଇ କନ୍ୟା ବିନତା ଏବଂ କଦରୁଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ଵରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ଵରୁପ ଏକ ବିରଳ ଶିଶୁ ଥିଲା, ଏବଂ ଯାହାକୁ ଗରୁଡ ଗରୁଡ ନାମରେ ନାମକରଣ କରାଯାଇଥିଲା ।[୩]
ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ ଶ୍ରୀକୃଷ୍ଣ ନିଜର ନନ୍ଦିଘୋଷ ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । ପୁରୀ ରଥ ଯାତ୍ରା ସମୟରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ ।
ବୌଦ୍ଧଧର୍ମ ଗ୍ରନ୍ଥରେ ଗରୁଡଙ୍କୁ କେତେକ ବିଶିଷ୍ଟ ରାଜ୍ୟର ରାଜା ଓ ତାନ୍ତ୍ରୀକ ଶକ୍ତି ବିଶିଷ୍ଟ ଇଚ୍ଛାଧାରୀ ପୁରୁଷ ରୂପେ ମଧ୍ୟ ବର୍ଣନା କରାଯାଇଛି । ବୌଦ୍ଧ ଧର୍ମଗ୍ରନ୍ଥରେ ଯେଉଁ ଚାରିପ୍ରକାର ଗରୁଡ ରାଜାଙ୍କ ବିଷୟରେ ବର୍ଣନା କରାଯାଇଛି ସେମାନେ ହେଲେ:- ମହା ଶକ୍ତିଶାଳୀ ଗରୁଡ ରାଜା, ବିଶାଳକାୟ ଗରୁଡ ରାଜା, ଇଚ୍ଛାପୂର୍ତ୍ତି ଗରୁଡ ରାଜା ଓ ସ୍ଵ-ଇଚ୍ଛାଧାରୀ ଗରୁଡ ରାଜା ଇତ୍ୟାଦି ।
ଗରୁଡ ଚିହ୍ନ- ଆଧୁନିକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି । ଯେପରିକି:-
- ଥାଇଲ୍ୟାଣ୍ଡ ଓ ଇଣ୍ଡୋନେସିଆର ଜାତୀୟ ସରକାରୀ ପ୍ରତୀକ ।
- ଇଣ୍ଡୋନେସିଆର ଜାତୀୟ ବିମାନକୁ ଗରୁଡ ଇଣ୍ଡୋନେସିଆ ନାମରେ ନାମିତ କରାଯାଇଛି ।[୪]
- ଇଣ୍ଡୋନେସିଆର ଜାତୀୟ ଫୁଟବଲ୍ ଦଳର ଚିହ୍ନ ହେଉଛି ଗରୁଡ ଚିହ୍ନ ।
- ବାର୍ଲି ଓ ଜାଭାରେ ଗରୁଡକୁ ସେମାନଙ୍କ ସାଂସ୍କୃତିକ ପ୍ରତୀକ ଭବେ ବ୍ୟବହାର କରାଯାଏ ।
- ମଧ୍ୟ ଯୁଗର ହୋୟଂସାଳ ରାଜାଙ୍କ ଅଙ୍ଗରକ୍ଷୀଙ୍କୁ ଗରୁଡ ବୋଲି କୁହାଯାଉଥିଲା ।
- ଭାରତୀୟ ଆକଶ ବାହିନୀର ଗୋଟିଏ ସ୍ଵତନ୍ତ୍ର ବାହିନୀକୁ ଗରୁଡ କମଣ୍ଡୋ ଫୋର୍ସ୍ ନାମରେ ନାମିତ କରାଯାଇଛି, ଯାହ ୨୦୦୪ ମସିହାରେ ଗଠନ କରଯାଇଥିଲା ।[୫]
ଆଧାର
- ↑ "ଗରୁଡ ପୁରାଣ". S.V. Subrahmanyam. Retrieved 5 September 2015.
- ↑ "ଗରୁଡ". The Hindu Universe. Retrieved 5 September 2015.
- ↑ "ଗରୁଡ କାହାଣୀ". Youtube. Retrieved 5 September 2015.
- ↑ "ଗରୁଡ ଇଣ୍ଡୋନେସିଆ". Garuda Indonesia (Persero). Retrieved 5 September 2015.
- ↑ "ଗରୁଡ କମଣ୍ଡୋ ଫୋର୍ସ୍". Bharat Rakshak. Retrieved 5 September 2015.
ବାହାର ତଥ୍ୟ
- The Garuḍa Purana (Sâroddhâra), by Ernest Wood and S.V.Subramanyam, 1918 (Online, downloadable PDF) archive.org
- The Garuda Purana (Wood and Subrahmanyam translation, 1911) at sacred-texts.com
- Garuda Purana
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |