"ବୀଣାପାଣି ମହାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ re-categorisation
ଜୀବନୀ ଓ ରଚନାବଳୀ
୯ କ ଧାଡ଼ି: ୯ କ ଧାଡ଼ି:
| birth_name =
| birth_name =
| birth_date = {{birth date and age|1936|11|11|df=yes}}
| birth_date = {{birth date and age|1936|11|11|df=yes}}
| birth_place = ଚାନ୍ଦୋଳ, [[କଟକ ଜିଲ୍ଲା|କଟକ]]
| birth_place = [[ବ୍ରହ୍ମପୁର]], [[ଗଞ୍ଜାମ ଜିଲ୍ଲା|ଗଞ୍ଜାମ]]
| death_date =
| death_date =
| death_place =
| death_place =
୩୭ କ ଧାଡ଼ି: ୩୭ କ ଧାଡ଼ି:
}}
}}


'''ବୀଣାପାଣି ମହାନ୍ତି''' [[ଓଡ଼ିଶା]]ର [[କଟକ ଜିଲ୍ଲା]]ରେ ୧୯୩୬ରେ<ref>{{cite web |url= http://www.orissadiary.com/personality/writer/BINAPANIMOHANTY%20.asp |title=BINAPANI MOHANTY |first= |last=|work=orissadiary.com|quote=Smt. Binapani Mohanty was born on November 11, 1936. |accessdate=8 January 2013}}</ref> ଜନ୍ମିତ ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ଅଧ୍ୟାପିକା ଓ ସୁନାମଧନ୍ୟା ଆଧୁନିକ ଗାଳ୍ପିକା । ଚଳନ୍ତି ଜୀବନରୁ ସତସତିକା ଘଟଣା ସାଉଁଟି ନେଇ ତାହାକୁ ଗପ ରୂପ ଦେବାରେ ସେ ସେ ଜଣେ ସଫଳ କଳାକାର
'''ବୀଣାପାଣି ମହାନ୍ତି''', <ref>{{cite web |url= http://www.orissadiary.com/personality/writer/BINAPANIMOHANTY%20.asp |title=BINAPANI MOHANTY |first= |last=|work=orissadiary.com|quote=Smt. Binapani Mohanty was born on November 11, 1936. |accessdate=8 January 2013}}</ref> ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ଆଧୁନିକ ଗାଳ୍ପିକା । ତାଙ୍କ ପୌତୃକ ଗ୍ରାମ ଅବିଭକ୍ତ କଟକ ଜିଲ୍ଲାର ଚାନ୍ଦୋଳ ହୋଇଥିଲେ ମଧ୍ୟ, ସେ [[ବ୍ରହ୍ମପୁର]]ଠାରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ଥିଲେ ସେ ଅର୍ଥନୀତି ଅଧ୍ୟାପିକା


== ସାହିତ୍ୟ ସର୍ଜନା ==
ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" [[ପ୍ରଜାତନ୍ତ୍ର]] ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ଵୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । "ନାଉଗଛ" ଗଳ୍ପଟି [[ବାଲେଶ୍ଵର]] କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି [[ଭୁବନେଶ୍ଵର]]ର ରସୁଲଗଡ଼ ଛକରେ ବସରେ ଯୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।
== ରଚନାବଳୀ ==
== ରଚନାବଳୀ ==
=== ଗପ ===
=== ଗପ ===
୪୭ କ ଧାଡ଼ି: ୪୯ କ ଧାଡ଼ି:
* ଇଣ୍ଟରଭିଉ
* ଇଣ୍ଟରଭିଉ
* ଏକାକୀ ପରାଶର
* ଏକାକୀ ପରାଶର
* ନବ ତରଙ୍ଗ
* ଅନ୍ଧକାରର ଛାଇ
* ମଧ୍ୟାନ୍ତର
* ପାଟଦେଈ
* ବହ୍ନି ବଳୟ
* ଉତ୍ତରାୟଣ
=== ଉପନ୍ୟାସ ===
* ସୀତାର ଶୋଣିତ
* ମନସ୍ଵିନୀ
* କୁନ୍ତି କୁନ୍ତଳା ଶକୁନ୍ତଳା
=== ଆତ୍ମଜୀବନୀ ===
* ବିତିଯାଇଥିବା ଦିନ(ପ୍ରକାଶନ ଅପେକ୍ଷାରେ)


== ସମ୍ମାନ ଓ ପୁରସ୍କାର ==
== ସମ୍ମାନ ଓ ପୁରସ୍କାର ==
* [[ସାରଳା ପୁରସ୍କାର]], ୨୦୧୦ <ref>{{cite web |url= http://www.hindu.com/2010/06/16/stories/2010061652550300.htm |title=The Hindu : Other States / Orissa News : Sarla Puraskar presented to Binapani Mohanty |first= |last=|work=hindu.com |year=2010|quote=Celebrated writer Binapani Mohanty was conferred the coveted literary award - Sarala Puraskar - for 2010 |accessdate=8 January 2013}}</ref>
* [[ସାରଳା ପୁରସ୍କାର]], ୨୦୧୦ <ref>{{cite web |url= http://www.hindu.com/2010/06/16/stories/2010061652550300.htm |title=The Hindu : Other States / Orissa News : Sarla Puraskar presented to Binapani Mohanty |first= |last=|work=hindu.com |year=2010|quote=Celebrated writer Binapani Mohanty was conferred the coveted literary award - Sarala Puraskar - for 2010 |accessdate=8 January 2013}}</ref>
* [[ଓଡ଼ିଶା ସାହିତ୍ୟ ଏକାଡ଼େମି ପୁରସ୍କାର]] ([[କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ]] ପାଇଁ)
* [[ଓଡ଼ିଶା ସାହିତ୍ୟ ଏକାଡ଼େମି ପୁରସ୍କାର]] - ୧୯୬୮ ([[କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ]] ପାଇଁ)
* [[କେନ୍ଦ୍ର ସାହିତ୍ୟ ଏକାଡ଼େମି ପୁରସ୍କାର]] ([[ପାଟଦେଇ]] ପାଇଁ ୧୯୯୦ରେ)<ref>[http://orissa.gov.in/e-magazine/orissaannualreference/ORA-2005/pdf/recipients_of_kendra_sahitya.pdf କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ]</ref>
* [[କେନ୍ଦ୍ର ସାହିତ୍ୟ ଏକାଡ଼େମି ପୁରସ୍କାର]] ([[ପାଟଦେଇ]] ପାଇଁ ୧୯୯୦ରେ)<ref>[http://orissa.gov.in/e-magazine/orissaannualreference/ORA-2005/pdf/recipients_of_kendra_sahitya.pdf କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ]</ref>
* ସାହିତ୍ୟ ଭାରତୀ ସମ୍ମାନ
* ଧରିତ୍ରୀ ସମ୍ମାନ - ୧୯୮୦<ref>{{cite news|title=ସୃଜନ-ଆଳାପ|accessdate=4 January 2016|newspaper=ଧରିତ୍ରୀ ସାହିତ୍ୟାୟନ ଡିସେମ୍ବର ୨୬,୨୦୧୫-ଜାନୁଆରୀ ୮,୨୦୧୬ ପୃଷ୍ଠା ୭}}</ref>


== ଆଧାର ==
== ଆଧାର ==

୧୬:୩୨, ୪ ଜାନୁଆରୀ ୨୦୧୬ ଅନୁସାରେ କରାଯାଇଥିବା ବଦଳ

ବୀଣାପାଣି ମହାନ୍ତି
ଜନ୍ମ ଓ ଜନ୍ମସ୍ଥାନ (1936-11-11) ୧୧ ନଭେମ୍ବର ୧୯୩୬ (ବୟସ ୮୭)
ବ୍ରହ୍ମପୁର, ଗଞ୍ଜାମ
ବୃତ୍ତିଅଧ୍ୟାପିକା
ଭାଷାଓଡ଼ିଆ, ଇଂରାଜୀ
ନାଗରିକତା ଭାରତୀୟ
ଶିକ୍ଷାସ୍ନାତକୋତ୍ତର (ଅର୍ଥନୀତି)[୧]
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
ସାହିତ୍ୟ କୃତିପାଟଦେଇ
କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
ପୁରସ୍କାରସାରଳା ପୁରସ୍କାର
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ବୀଣାପାଣି ମହାନ୍ତି, [୨] ଜଣେ ଓଡ଼ିଆ ଆଧୁନିକ ଗାଳ୍ପିକା । ତାଙ୍କ ପୌତୃକ ଗ୍ରାମ ଅବିଭକ୍ତ କଟକ ଜିଲ୍ଲାର ଚାନ୍ଦୋଳ ହୋଇଥିଲେ ମଧ୍ୟ, ସେ ବ୍ରହ୍ମପୁରଠାରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ଥିଲେ ସେ ଅର୍ଥନୀତି ଅଧ୍ୟାପିକା ।

ସାହିତ୍ୟ ସର୍ଜନା

ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ଵୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । "ନାଉଗଛ" ଗଳ୍ପଟି ବାଲେଶ୍ଵର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି ଭୁବନେଶ୍ଵରର ରସୁଲଗଡ଼ ଛକରେ ବସରେ ଯୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।

ରଚନାବଳୀ

ଗପ

  • କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
  • ପାଟଦେଇ
  • ବସ୍ତ୍ର ହରଣ
  • ଆରୋହଣ
  • ଇଣ୍ଟରଭିଉ
  • ଏକାକୀ ପରାଶର
  • ନବ ତରଙ୍ଗ
  • ଅନ୍ଧକାରର ଛାଇ
  • ମଧ୍ୟାନ୍ତର
  • ପାଟଦେଈ
  • ବହ୍ନି ବଳୟ
  • ଉତ୍ତରାୟଣ

ଉପନ୍ୟାସ

  • ସୀତାର ଶୋଣିତ
  • ମନସ୍ଵିନୀ
  • କୁନ୍ତି କୁନ୍ତଳା ଶକୁନ୍ତଳା

ଆତ୍ମଜୀବନୀ

  • ବିତିଯାଇଥିବା ଦିନ(ପ୍ରକାଶନ ଅପେକ୍ଷାରେ)

ସମ୍ମାନ ଓ ପୁରସ୍କାର

ଆଧାର

  1. "Women's Writing". womenswriting.com. Retrieved 8 January 2013. She graduated from Ravenshaw College with a master's degree in economics in 1959
  2. "BINAPANI MOHANTY". orissadiary.com. Retrieved 8 January 2013. Smt. Binapani Mohanty was born on November 11, 1936.
  3. "The Hindu : Other States / Orissa News : Sarla Puraskar presented to Binapani Mohanty". hindu.com. 2010. Retrieved 8 January 2013. Celebrated writer Binapani Mohanty was conferred the coveted literary award - Sarala Puraskar - for 2010
  4. କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ
  5. "ସୃଜନ-ଆଳାପ". ଧରିତ୍ରୀ ସାହିତ୍ୟାୟନ ଡିସେମ୍ବର ୨୬,୨୦୧୫-ଜାନୁଆରୀ ୮,୨୦୧୬ ପୃଷ୍ଠା ୭. {{cite news}}: |access-date= requires |url= (help)