"ଜବାହରଲାଲ ନେହେରୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ବଦଳ ସାରକଥା ଲୁଚାଇଦିଅନ୍ତୁ
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ(୧୮୬୧-1931) ସେ ଜଣେ ଧାନଶଳୀ ବାରିଷ୍ଟର ଥିଲେ, ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଥିଲେ । ଓ ମାତାଙ୍କ ନାମ ସ୍ଵରୂପରାଣୀ(୧୮୬୮-୧୯୩୮) ଥିଲା ।ଜବାହରଲାଲ ନେହେରୁଙ୍କର ଦୁଇ ଭଉଣୀ ଥିଲେ । ବିଜୟ ଲକ୍ଷ୍ମୀ ତାଙ୍କର ବଡ ଭଉଣୀ ଥିଲେ,ସେ [[United Nations General Assembly]] ର ପ୍ରଥମ ମହିଳା ସଭାପତି ଥିଲେ । କ୍ରୀଷ୍ଣା ହୂଥୀସିଙ୍ଗ ତାଙ୍କର ଆଉଜନେ ଭଉଣୀ ଥିଲେ । ସେ ଜଣେ ପୁସ୍ତକ ଲେଖିକା ଥିଲେ ।
 
ସେ ଅକ୍ଟୋବର ୧୯୦୭ ମସିହାରେ ସ୍ନାତକ କରିବା ପାଇଁ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜ ଯାଇଥିଲେ । ସେ ୧୯୧୦ ମସିହାରେ ପ୍ରକୃତିକ ବିଜ୍ଞାନରେ ସ୍ନାତକ ସାରିଥିଲେ ।୧୯୧୦ ମସିହାରେ ସେ ଓକିଲାତି କରିବା ପାଇଁ ଲଣ୍ଡନ ଯାଇଥିଲେ । ସେ ସେଠି [[Inns of Court School of Law (Inner Temple)]] ରେ ୨ ବର୍ଷ ଓକିଲାତି କରିଥିଲେ । ୧୯୧୨ ମସିହାରେ ସେ ଭାରତ ଫେରିଥିଲେ ଏବଂ ସେ ଆଲ୍ହାବାଦ ଉଚ ଅଦାଲତରେ ଓକିଲାତି କରିଥିଲେ ।
== ଭାରତ ସ୍ଵାଧୀନତା ପାଇଁ ସଂଘର୍ଷ ==
 
== ଆଧାର ==
{{ଆଧାର}}
୭୭

ଗୋଟି ସମ୍ପାଦନା

ଦିଗବାରେଣି ମେନୁ