"ଆଲୋକବର୍ଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
No edit summary
୧ କ ଧାଡ଼ି: ୧ କ ଧାଡ଼ି:
ଆଲୋକବର୍ଷ ହେଉଛି ଏକ ଦୂରତା ମପିଵ୍ର ଏକକ। ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାକାଶିକ ବସ୍ତୁ ମାନଙ୍କର ଦୂରତା ମପାଯାଏ। ଏହା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦)।ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା) ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ।
ଆଲୋକବର୍ଷ ହେଉଛି ଏକ ଦୂରତା ମପିବାର ଏକକ। ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାକାଶିକ ବସ୍ତୁ ମାନଙ୍କର ଦୂରତା ମପାଯାଏ। ଏହା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦)।ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା) ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ।ଏହି ଦୂରତାର ଏକକକୁ ଗ୍ରହ, ନକ୍ଷେତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ।

୦୨:୦୨, ୧୭ ସେପ୍ଟେମ୍ବର ୨୦୧୬ ଅନୁସାରେ କରାଯାଇଥିବା ବଦଳ